Posted inଜାତୀୟ

ସୀମାରେ ବଢିଲା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୧୫।୯: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଓ ୩୫-ଏ ହଟାଇ ଦିଆଯିବା ପରଠାରୁ ଯଦିଓ ସେଠାରେ ସେମତିି କିଛି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇ ନାହିଁ ତଥାପି ସୁରକ୍ଷାକର୍ମୀ ସେଠାରେ ସବୁବେଳେ କଡା ନଜର ରଖିଛନ୍ତି। ତେବେ ଏହାକୁ ନେଇ ପାକିସ୍ତାନ ଯେଉଁଭଳି ମନୋଭାବ ପ୍ରକାଶ କରୁଛି ଓ ଯୁଦ୍ଧ ଧମକ ଦେଉଛି ତାକୁ ଦୃଷ୍ଟିରେ ରଖି ସେନା ସବୁବେଳେ ପ୍ରସ୍ତୁତ ରହୁଛି। ଏହି ପରିପ୍ରେକ୍ଷୀରେ ପୁଣି ଥରେ ସୀମାରେ ସୁରକ୍ଷା ବ୍ୟବସ୍ଥା ବଢାଇ ଦିଆଯାଇଥିବା ଜଣାପଡିଛି। ଅନ୍ୟପଟେ ସୀମାରେ ସେନା ସକ୍ରିୟ ଥିବା ଗୋଟିଏ ଦିନ ପୂର୍ବରୁ ସୂଚନା ଦେଇଥିଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ। ସୂଚନାଯୋଗ୍ୟ, ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ପାକିସ୍ତାନର ଏକ ପ୍ରକାର ମତି ଭ୍ରମ ଘଟିଛି କହିଲେ ଭୁଲ୍‌ ହେବନାହିଁ। ସେ ସବୁବେଳେ ଯୁଦ୍ଧ କରିବା ଲକ୍ଷ୍ୟରେ ରହୁଥିବାରୁ ତାକୁ କଡା ଜବାବ ଦେବାକୁ ପ୍ରସ୍ତୁତ ହୋଇ ରହିଛି ଭାରତୀୟ ସେନା। ବିଶେଷ କରି ସୀମାରେ ଥିବା ସେନା କ୍ୟାମ୍ପ ଗୁଡିକରେ ସୁରକ୍ଷା କଡାକଡି କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri