Posted inଜାତୀୟ

ସୀମାରେ ବଢୁଛିି ସ୍ପାଇକ୍‌ ଆଣ୍ଟିଟ୍ୟାଙ୍କ୍‌ କ୍ଷେପଣାସ୍ତ୍ର ସଂଖ୍ୟା: ସେନାମୁଖ୍ୟ

ନୂଆଦିଲ୍ଲୀ,୬।୨: ଭାରତ-ପାକିସ୍ତାନ ସୀମାରେ ଲଗାତାର ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ପାକିସ୍ତାନ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଯୋଜନା କରୁଥିବା ନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୀମାରେ ଭାରତ ପକ୍ଷରୁ ସ୍ପାଇକ୍‌ ଆଣ୍ଟିଟ୍ୟାଙ୍କ୍‌ କ୍ଷେପଣାସ୍ତ୍ର ସଂଖ୍ୟା ବଢାଇ ଦିଆଯାଇଛି। ଏହା ସହିତ ଅନ୍ୟ ଅସ୍ତ୍ରଶସ୍ତ୍ର ମଧ୍ୟ ସୀମାରେ ମୁତୟନ କରାଯାଇଛି। ଶୀତରେ ଘନ କୁହୁଡ଼ି ସୁଯୋଗରେ ପାକିସ୍ତାନ ଭାରତରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ପାଇଁ ଷଡ଼ଯନ୍ତ୍ର କରୁଛି। ଏହି ଉଦ୍ୟମକୁ ପଣ୍ଡ କରିବା ଲାଗି ଭାରତ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସୂଚନା ଦେଇଛନ୍ତି। ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ଭାରତରେ ଆତଙ୍କବାଦୀ ଆକ୍ରମଣ କରିବା ଲାଗି ଉଦ୍ୟମ କରୁଛି। ତେଣୁ ସୁରକ୍ଷା ଦୃଷ୍ଟିରୁ ସେନା ପକ୍ଷରୁ ଏଭଳି କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri