ସୁନା ଗହଣାରେ ବାଧ୍ୟତାମୂଳକ ହେବ ହଲମାର୍କ

ନୂଆଦିଲ୍ଲୀ,୩୦-୧୧: ୨୦୨୧ ଜାନୁୟାରୀ ୧୫ଠାରୁ ସୁନା ଗହଣାରେ ହଲମାର୍କକୁ ବାଧ୍ୟତାମୂଳକ କରାଯିବ। ସୁନା ଗହଣାର ଗୁଣବତ୍ତା ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଏଭଳି ପଦକ୍ଷେପ ନେଇଥିବା କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ରାମ ବିଳାସ ପାଶ୍ୱାନ ଶୁକ୍ରବାର ସୂଚନା ଦେଇଛନ୍ତି। ଏଥି ଲାଗି ସରକାର ଏକ ବିଜ୍ଞପ୍ତି ଆଗାମୀ ଦିନରେ ଜାରି କରିବେ। ଏହି ନିଷ୍ପତ୍ତିକୁ କାର୍ଯ୍ୟକାରୀ କରାଇବା ଲାଗି ଏକ ବର୍ଷ ସମୟ ଦେଇଛନ୍ତି। ଏହା ଦ୍ୱାରା ଜୁଏଲର୍ସମାନେ ସେମାନଙ୍କ ବର୍ତ୍ତମାନର ଗଛିତ ଗହଣାକୁ ବିକ୍ରି କରିବାକୁ ସମୟ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟ ୧୬ରୁ ୧୦୦୦ଟଙ୍କାର ସିଲିଣ୍ଡର ହୋଇଯିବ ୨୯୦୦! ତୁରନ୍ତ କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ, ୯।୮: ଯଦି ଆପଣଙ୍କର ଏଲପିଜି (LPG) ଗ୍ୟାସ ସଂଯୋଗ ଅଛି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୬ ଅଗଷ୍ଟ ସୁଦ୍ଧା ଇ-କେୱାଇସି…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ଆସନ୍ତାକାଲିଠୁ Flipkart Freedom Sale ଆରମ୍ଭ: ଜାଣନ୍ତୁ ୫ ଧମାକାଦାର ଡିସ୍‌କାଉଣ୍ଟ, କରନ୍ତୁ ନାହିଁ ମିସ୍‌

ନୂଆଦିଲ୍ଲୀ, ୭।୮: Flipkart Freedom Sale ୨୦୨୬ ଆସନ୍ତାକାଲି ଅର୍ଥାତ୍‌ ୮ ଅଗଷ୍ଟରୁ ଆରମ୍ଭ ହେଉଛି। ଯଦି ଆପଣ ଏହି ସେଲ୍‌ରେ ନୂଆ ଫୋନ କିଣିବାକୁ ଯୋଜନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri