Odisha Elections 2024

ସୁନା ଚେନ୍‌ ଗିଳିଦେଲେ ଚୋର, ପେଟରୁ ଚେନ୍‌ ବାହାର କରିବା ପାଇଁ ଏମିତି ଉପାୟ ଖୋଜିଲା ପୋଲିସ

ବିକାନେର,୨୫।୮: ପୋଲିସକୁ ଚକ୍‌ମା ଦେବା ପାଇଁ ଚୋର ଭିନ୍ନ ଭିନ୍ନ ପନ୍ଥା ଆପଣାଇଥାଏ। କିନ୍ତୁ ପୋଲିସଠାରୁ ବର୍ତ୍ତିବା ସବୁବେଳେ ତା’ ପାଇଁ ସମ୍ଭବ ହୋଇ ନ ଥାଏ। ରାଜସ୍ଥାନର ବିକାନେର୍‌ରେ ଜଣେ ଚୋର ପୋଲିସକୁ ଦେଖି ସୁନା ଚେନ୍‌ ଗିଳିଦେଇଥିଲେ। ଚୋର ପେଟରୁ ଚେନ୍‌ କାଢିବା ପାଇଁ ଏକ ମଜାଦାର ଉପାୟ ଅବଲମ୍ବନ କରିଥିଲା ପୋଲିସ। ପ୍ରଥମେ ଚୋରକୁ ହସ୍ପିଟାଲ ନେଇ ପହଞ୍ଚିଥିଲା ପୋଲିସ। ସେଠାରେ ଅଲଟ୍ରାସାଉଣ୍ଡ ପରେ ଚୋର ପେଟରେ ଚେନ୍‌ ଥିବାର ଜଣାପଡିଥିଲା। କୌଣସି ଅପରେଶନ ନ କରି ତାଙ୍କୁ ପୋଟାସିୟମରେ ଭରପୂର ଖାଦ୍ୟ ଖାଇବାକୁ ଦେବାକୁ ଡାକ୍ତର ପୋଲିସକୁ କହିଥିଲେ। ଫଳରେ ପୋଲିସ ଚୋରକୁ ପ୍ରଚୁର କଦଳୀ ଖୁଆଇଲେ। ପରଦିନ ସକାଳେ ଚୋର ଶୌଚାଳୟ ଯିବାବେଳେ ଚେନ୍‌ଟି ବାହାରକୁ ଆସିଥିଲା। ସୂଚନାଯୋଗ୍ୟ, ଅଗଷ୍ଟ ୨୦ରେ ଦୁଇଜଣ ଚୋର ଜଣେ ମହିଳାଙ୍କ ବେକରୁ ସୁନା ଚେନ୍‌ ଲୁଟି ନେଇଥିଲେ। ସିସି ଟିଭି ଫୁଟେଜରୁ ପୋଲିସ ଚୋରକୁ ଧରିବାକୁ ସକ୍ଷମ ହୋଇଥିଲା। ପୋଲିସକୁ ଦେଖିବା ମାତ୍ରେ ଚୋର ସୁନା ଚେନ୍‌ଟିକୁ ଗିଳି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ପୁଣି ହିଂସା: ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତ୍ୟୁ

କୋଲକାତା,୨୩ା୫: ମେ’ ୨୫ରେ ଷଷ୍ଠ ପର୍ଯ୍ୟାୟ ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ ପୁଣି ଥରେ ହିଂସା ଘଟିଛି। ରାଜ୍ୟର ନନ୍ଦିଗ୍ରାମରେ ଭାଜପା-ଟିଏମ୍‌ସି କର୍ମୀଙ୍କ ମଧ୍ୟରେ ହିଂସା ଘଟିଥିବା...

ବୁଲ୍‌ଡୋଜର ମଡ଼ାଇ ଫସିଲେ ଆସାମ ମୁଖ୍ୟମନ୍ତ୍ରୀ, ଦେବାକୁ ପଡ଼ିଲା ଏତିକି ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୩ା୫: ବୁଲ୍‌ଡୋଜର ମଡ଼ାଇବା ବର୍ତ୍ତମାନ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ସରକାରଙ୍କୁ ମହଙ୍ଗା ପଡ଼ିଛି। ଏନେଇ ସରକାରଙ୍କୁ ଲକ୍ଷ ଲକ୍ଷ ଟଙ୍କା ଦେବାକୁ ପଡ଼ିଛି। ବାସ୍ତବରେ...

ଜଳବାୟୁ ପରିବର୍ତ୍ତନ ଆଣୁଛି ଭୟଙ୍କର ଟର୍ବୁଲେନ୍ସ, ବିମାନ ଭିତରେ ନିଜ ସିଟ୍‌ରୁ ଉଡ଼ିବାରେ ଲାଗୁଛନ୍ତି ଯାତ୍ରୀ…

ନୂଆଦିଲ୍ଲୀ,୨୩।୫:  ଯାତ୍ରାବେଳେ ଉଚ୍ଚ ଆକାଶରେ ବିମାନ ଟର୍ବୁଲେନ୍ସକୁ ସାମ୍ନା କରିବା ସ୍ବାଭାବିକ। କିନ୍ତୁ ଯାତ୍ରୀ ମୃତାହତ ହେବା ଭଳି ସିଭିଅର୍‌ ଟର୍ବୁଲେନ୍ସ ବିରଳ। ଏହି କାରଣରୁ...

ଜୁନ୍‌ ୩ରେ ଆକାଶରେ ଧାଡ଼ିବାନ୍ଧିବେ ୬ ଗ୍ରହ, ଭୋରରେ ଦେଖିହେବ ଏହି ବିରଳ ଜାଗତିକ ଦୃଶ୍ୟ

ଜୁନ୍‌ ୩ରେ ସୌରଜଗତର ୬ ଗ୍ରହ ଗୋଟିଏ ଧାଡ଼ିରେ ଦୃଶ୍ୟ ହେବେ। ସେଦିନ ଭୋର ସମୟର ଆକାଶରେ ଏହି ବିରଳ ଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ...

ରାହୁଲ ଗାନ୍ଧୀ ମହାପୁରୁଷ, ସେ କଂଗ୍ରେସକୁ ଶେଷ କରିବାକୁ କାମ କରୁଛନ୍ତି: ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ

ସଂମ୍ଭାଲ,୨୩।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ। ରାହୁଲ ଗାନ୍ଧୀଙ୍କୁ ଜଣେ ‘ମହାପୁରୁଷ’ ବୋଲି ବର୍ଣ୍ଣନା କରି ସେ କହିଛନ୍ତି...

ବୈଜ୍ଞାନିକଙ୍କୁ ବଡ଼ ସଫଳତା: ମ୍ୟାଲେରିଆ ଟିକା ପାଇଁ ପାରାସାଇଟ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୫: ଜବାହରଲାଲ୍‌ ନେହେରୁ ୟୁନିଭର୍ସିଟି (ଜେଏନ୍‌ୟୁ)ର ବୈଜ୍ଞାନିକମାନଙ୍କ ଏକ ଟିମ୍‌ ଏକ ପାରାସାଇଟ୍‌ (ପରଜୀବୀ) ଚିହ୍ନଟ କରିଛନ୍ତି, ଯାହା ମ୍ୟାଲେରିଆ ପ୍ରତିକାର ଏବଂ ଚିକିତ୍ସାରେ ଅଧିକ...

ମତଦାନ ତଥ୍ୟ ସନ୍ଦେହ ବଢ଼ାଇଲା

ନୂଆଦିଲ୍ଲୀ,୨୩ା୫: ଚଳିତ ଲୋକ ସଭା ନିର୍ବାଚନରେ ଭାରତର ନିର୍ବାଚନ କମିଶନ (ଇସିଆଇ) ମତଦାନର ଚୂଡ଼ାନ୍ତ ତଥ୍ୟ ପ୍ରକାଶ କରିବାରେ ୧୦-୧୧ ଦିନ ନେଉଛନ୍ତି। ଶେଷରେ ଆସୁଥିବା...

ଭାରତର ବିଶ୍ୱ ଭ୍ରମଣ ଏବଂ ପର୍ଯ୍ୟଟନ ସୂଚକାଙ୍କ ତାଲିକାରେ ସୁଧାର

ନୂଆଦିଲ୍ଲୀ,୨୨ା୫: ବିଶ୍ୱ ଅର୍ଥନୈତିକ ଫୋରମର ଭ୍ରମଣ ଏବଂ ପର୍ୟ୍ୟଟନ ବିକାଶ ସୁଚକାଙ୍କ ୨୦୨୪ ରେ ଭାରତର ମାନ୍ୟତା ୩୯ ତମ ସ୍ଥାନକୁ ଉନ୍ନୀତ ହୋଇଛି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri