ସୁନା ଛୁଇଁବା ହେବ ସାତ ସପନ: ମାର୍ଚ୍ଚ-ଏପ୍ରିଲ୍‌ରେ ଟପିବ ୪୫ ହଜାର; ଡିସେମ୍ବରରେ ୫୦ ହଜାର !

ନୂଆଦିଲ୍ଲୀ,୨୦।୨: ଆଗକୁ ସୁନା ଛୁଇଁବା ସାତ ସପନ ପରି ହେବାକୁ ଯାଉଛି। ମାର୍ଚ୍ଚ-ଏପ୍ରିଲ୍‌ରେ ସୁନା ୧୦ ଗ୍ରାମ ପିଛା ଦାମ ୪୫ ହଜାର ଟଙ୍କା ଟପିବାର ସମ୍ଭାବନା ରହିଛି। ଗୁରୁବାର ସୁନା ୧୦ ଗ୍ରାମ ଦାମ ୪୧ ହଜାର ୭୯୮ ଟଙ୍କାରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସୁନା ଦାମରେ ୧୨ ଶହ ଟଙ୍କା ବୃଦ୍ଧି ପାଇଛି। ମୁମ୍ବାଇର ହାଜିର ବଜାରରେ ବୁଧବାର ସୁନା ଦାମ ୧୦ ଗ୍ରାମ ପିଛା ୪୧ ହଜାର ୫୦୦ ଟଙ୍କାଥିବାବେଳେ ଗୁରୁବାର ୪୨ ହଜାର ୭୦୦ଟଙ୍କାରେ ପହଞ୍ଚିଛି। ଏଭଳି ଧାରା ଜାରି ରହିଲେ ଚଳିତ ବର୍ଷ ଡିସେମ୍ବର ବେଳକୁ ସୁନା ଦାମ ୫୦ ହଜାର ଟଙ୍କା ଛୁଇଁବାର ସମ୍ଭାବନା ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ମୁଖ୍ୟମନ୍ତ୍ରୀ ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ କଲେ ଚାକିରିରୁ ବରଖାସ୍ତ

ଭୁବନେଶ୍ୱର,୩୦।୫:  ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତିକୁ ଅନୁସରଣ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁନର୍ବାର କଠୋର ପଦକ୍ଷେପ ଗ୍ରହଣ କରିଛନ୍ତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା…

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଦେବ ବିଜୁ ସ୍ବାଭିମାନ ମଞ୍ଚ କୋଲନରାରେ ଭାସ୍କର ରାଓଙ୍କ ଶକ୍ତି ପ୍ରଦର୍ଶନ

ଗୁଣପୁର,୩୦॥୫(ସୁଜାତା ପାଢ଼ୀ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି ଟାଣୁଆ ନେତା ତଥା ପୂର୍ବତନ ରାଜ୍ୟ ସଭା ସଭ୍ୟ ଏନ୍‌.ଭାସ୍କର ରାଓ। ରାୟଗଡା…

ଘରେ ଏକାକୀ ଥିଲେ ମହିଳା, ଛୁରି ଦେଖାଇ ବଳାତ୍କାର କଲେ ଯୁବକ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୩୦ା୫(ଦ୍ୱିତୀକୃଷ୍ଣ ପଣ୍ଡା): ଘରେ ଏକାକୀ ଥିବା ଜଣେ ବିବାହିତା ମହିଳାଙ୍କୁ ଛୁରି ଦେଖାଇ ହତ୍ୟା ଧମକ ଦେଇ ବଳାତ୍କାର କରିଥିବା ଅଭିଯୋଗରେ ହିଞ୍ଜିଳି ପୋଲିସ ଜଣେ ଯୁବକଙ୍କୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ: ସମୁଦ୍ର ପଥ ଦେଇ ମହାକାଳପଡ଼ା ବ୍ଲକ୍‌କୁ…

ମହାକାଳପଡ଼ା,୩୦ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): ପଶ୍ଚିମବଙ୍ଗର ନୂତନ ସରକାର ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ରାଜ୍ୟରୁ ହଟାଇବା ପାଇଁ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛନ୍ତି। ଫଳରେ ଦୀର୍ଘ…

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri