ସୁନା ଦୋକାନୀଙ୍କୁ ଭୁଜାଲିରେ ଆକ୍ରମଣ: ୨ ଗୁରୁତର ସୁନା, ରୁପା ଗହଣା ଓ ଟଙ୍କା ଲୁଟ୍‌

ପଟ୍ଟାମୁଣ୍ଡାଇ, ୨।୧୨ (ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଲକ୍ଷାଧିକ ଟଙ୍କାର ସୁନା, ରୁପା ଗହଣା ଓ ନଗଦ ଟଙ୍କା ଲୁଟି ଦେଇଛନ୍ତି। ଏଥିସହ ଏହି ଘଟଣାରେ ୨ଜଣ ଗୁରୁତର ହୋଇ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।
ପ୍ରକାଶ ଯେ, ବାବର ବଜାରର ସୁନା ଦୋକାନୀ ବିଜୟ ସାହୁ ରବିବାର ସନ୍ଧ୍ୟାରେ ତାଙ୍କ ଭାଇ ଲକ୍ଷ୍ମୀଧର ଓ ପୁଅ ରାଧାଗୋବିନ୍ଦଙ୍କ ସହ ଏକ ବାଇକ୍‌ରେ ନିଜ ଘର ମାଟିଆ ଗ୍ରାମରୁ ଯାଉଥିଲେ। ଏହି ସମୟରେ କଣ୍ଡିଆ ନିକଟରେ ୩ ଜଣ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇବା ସହ ଭୁଜାଲିରେ ଅତର୍କିତ ଆକ୍ରମଣ କରିଥିଲେ। ଏଥିସହ ଅନ୍ୟଜଣେ ଦୁର୍ବୃତ୍ତ ବିଜୟଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୭୦ଗ୍ରାମର ସୁନା, ୧ କିଗ୍ରା ରୁପା ଗହଣା ସହ ନଗଦ ୫ହଜାର ଟଙ୍କା ଲୁଟି ନେଇଥିଲେ। ଦୁର୍ବୃତ୍ତଙ୍କ ଭୁଜାଲି ଆକ୍ରମଣରେ ଲକ୍ଷ୍ମୀଧର ଓ ରାଧାଗୋବିନ୍ଦ ଗୁରୁତର ହୋଇଥିଲେ। ଏକ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ପଟ୍ଟାମୁଣ୍ଡାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଦିଆଯାଇଛି। ଏ ନେଇ ବିଜୟ ଥାନାରେ ଅଭିଯୋଗ କରିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?