ସୁନିଦ୍ରା ପାଇଁ….

* ପ୍ରତ୍ୟେକ ଦିନ ଶୋଇବା ଏବଂ ଉଠିବାର ନିର୍ଦ୍ଦିଷ୍ଟ ସମୟ ଧାର୍ଯ୍ୟ କରନ୍ତୁ। ଦିନକୁ ଅନ୍ତତଃ ୬ ରୁ ୭ ଘଣ୍ଟା ଶୋଇବା ଜରୁରୀ।
* ଶୋଇବାର ଏକ ଘଣ୍ଟା ପୂର୍ବରୁ ମୋବାଇଲ, ଲ୍ୟାପଟପ ଭଳି ଗ୍ୟାଜେଟକୁ ସ୍ବିଚ୍‌ ଅଫ୍‌ କରିଦିଅନ୍ତୁ।
* ଶୋଇବା ପୂର୍ବରୁ ଉଷୁମ୍‌ ପାଣିରେ ଅଳ୍ପ ଲୁଣ ମିଶାଇ ସେହି ପାଣିରେ କିଛି ସମୟ ପାଦକୁ ବୁଡାଇ ରଖନ୍ତୁ ଏହା ଦ୍ୱାରା ନିଦ ଭଲ ହୋଇଥାଏ।
* ସନ୍ଧ୍ୟା ୭ଟା ପରେ ଚା କଫି ଆଦିର ସେବନ କରନ୍ତୁ ନାହିଁ। ଏହାର ପ୍ରଭାବ ନିଦ ଉପରେ ପଡିଥାଏ ବୋଲି ବିଶେଷଜ୍ଞମାନେ ମତ ଦିଅନ୍ତି।
* ଖାଇ ସାରିବା ପରେ ସଙ୍ଗେ ସଙ୍ଗେ ଶୁଅନ୍ତୁ ନାହିଁ। ରାତ୍ରୀ ଭୋଜନ ଏବଂ ଶୋଇବା ଭିତରେ ଅନ୍ତତଃ ଏକ ଘଣ୍ଟାର ବ୍ୟବଧାନ ରଖନ୍ତୁ।
* ଦିନ ବେଳା ବେଶି ସମୟ ଶୁଅନ୍ତୁ ନାହିଁ। ଏହାଦ୍ୱାରା ରାତିର ନିଦ ପ୍ରଭାବିତ ହୋଇଥାଏ।
* ଯହି ଅଫିସ୍‌ରେ ନାଇଟ୍‌ ଶିଫ୍ଟ କରୁଛନ୍ତି ତେବେ ଦିନ ବେଳା ପର୍ଯ୍ୟାପ୍ତ ନିଦରେ ଶୁଅନ୍ତୁ।
* ସୟନ କକ୍ଷର ପରିବେଶକୁ ଶାନ୍ତ ତଥା ପରିଷ୍କାର ପରିଚ୍ଛନ୍ନ ରଖନ୍ତୁ।
* ଯୋଗାଭ୍ୟାସ ଏବଂ ଧ୍ୟାନକୁ ନିଜର ନିୟମିତ କାର୍ଯ୍ୟସାରଣୀରେ ଅବଶ୍ୟ ସାମିଲ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri