ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଦିବାକର ପ୍ରଥମ

କେନ୍ଦ୍ରାପଡ଼ା ଅଫିସ୍‌, ୩।୧୨: କେନ୍ଦ୍ରାପଡ଼ା ବ୍ଲକ ଗରାପୁର ଗ୍ରାମର ଦିବାକର ଗୋଚ୍ଛାୟତ ବେଙ୍ଗାଲୁର ସେଣ୍ଟ୍ରାଲ କଲେଜର ଜ୍ଞାନଜ୍ୟୋତି ଅଡିଟୋରିୟମ ହଲ୍‌ରେ ଇତିମଧ୍ୟରେ ଆୟୋଜିତ ଏସିଆ ପାସିଫିକ କାର୍ଯ୍ୟକ୍ରମର ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାରତରୁ ପ୍ରତିନିଧିତ୍ୱ କରି ପ୍ରଥମ ହୋଇଛନ୍ତି। ଏଥିସହିତ ପୁରୁଷ ବର୍ଗରେ ଫିଜିକ୍‌ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି କୃତିତ୍ୱ ପାଇଁ ଜିଲା ଖେଳାଳି ଓ ବୁଦ୍ଧିଜୀବୀ ମହଲରେ ଦିବାକରଙ୍କୁ ପ୍ରଶଂସା କରାଯାଇଛି। ୱାର୍ଲଡ ଫିଟନେସ୍‌ ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ବିଶ୍ୱର ୪୮ଟି ଦେଶର ପ୍ରତିଯୋଗୀ ଥିଲେ। ଏଥିରେ ଦିବାକର ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଗରାପୁର ଗ୍ରାମର ରଙ୍ଗଲତା ଗୋଚ୍ଛାୟତ ଓ ବାବାଜୀ ଗୋଚ୍ଛାୟତଙ୍କର କନିଷ୍ଠ ପୁତ୍ର ଦିବାକର ଏହି ଦୁଇଟି ପଦକ ସହ ଜାତୀୟସ୍ତରରେ ମୋଟ ପାଞ୍ଚଟି ପଦକ ହାସଲ କରିଛନ୍ତି। ଗତ ମେ‘ରେ କେରଳର କୋଚିଠାରେ ଆୟୋଜିତ ମିଷ୍ଟର ଇଣ୍ଡିଆ ପ୍ରତିଯୋଗିତାରେ ସେ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ସେହିପରି ୨୦୧୭ରେ ଝାଡ଼ଖଣ୍ଡର ରାଞ୍ଚି ଓ ୨୦୧୮ରେ ମହାରାଷ୍ଟ୍ରର ପୁଣେଠାରେ ଆୟୋଜିତ ଶକ୍ତି ଉତ୍ତୋଳନ ପ୍ରତିଯୋଗିତାରେ ଦୁଇଟି ପଦକ ହାସଲ କରିଥିବା କଟକସ୍ଥିତ ଷ୍ଟାର୍କ ଜିମ୍‌ର କୋଚ୍‌ ସୁବ୍ରତ ସାହୁ ଓ ଅଭିଯୋଗ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri