ସୁନ୍ଦରଗଡ଼ରେ ଲଜ୍ଜା: ଯୁବତୀଙ୍କୁ ଗଣବଳାତ୍କାର, ୩ ଗିରଫ

କୁଆଁରମୁଣ୍ଡା,୩୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳର ଖୁଖୁଣ୍ଡୁବାହାଲ ନିକଟ ଘଞ୍ଚ ଜଙ୍ଗଲରେ ଗତ ୨୯ ତାରିଖ ବିଳମ୍ବିତ ରାତିରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ରାତିତମାମ ବଳାତ୍କାର କରିଛନ୍ତି। ଏହାପରେ ୩୦ ତାରିଖରେ ସେମାନଙ୍କ କବଳରୁ ଯୁବତୀଜଣଙ୍କ କୌଶଳକ୍ରମେ ଖସିଯାଇ ନିଜ ଘରକୁ ଯାଇଥିଲେ। ପରିବାରଲୋକଙ୍କୁ ସମସ୍ତ ବିଷୟ ଜଣାଇବା ପରେ ତାଙ୍କର ମା’ ଏବଂ ସମ୍ପର୍କୀୟମାନେ ବୁଧବାର ରାତିରେ କୁଆଁରମୁଣ୍ଡା ଫାଣ୍ଡିରେ ପହଞ୍ଚି ଏତଲା ଦେଇଥିଲେ। ଅଭିଯୋଗ ପରେ ବୀରମିତ୍ରପୁର ଆଇଆଇସି, କୁଆଁରମୁଣ୍ଡା ଫାଣ୍ଡି ଅଧିକାରୀ ଏକ ସ୍ବତନ୍ତ୍ର ପୋଲିସ ଟିମ୍‌କୁ ନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଛି। ସେମାନେ ହେଲେ ଡୁମେରଜୋର ପଞ୍ଚାୟତ କର୍ଲାବୁଡ ଗ୍ରାମର ବିଜୟ ଓରାମ(୨୫), ରଞ୍ଜିତ ଟପ୍ପୋ(୨୬), ସଞ୍ଜିତ ଟପ୍ପୋ(୨୭)। ଏଥିସହ ପୀଡିତାଙ୍କ ଡାକ୍ତରୀମାଇନା ପାଇଁ ଗୁରୁବାର ତାଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାକୁ ପଠାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ଏହି ୫ ଧୁରନ୍ଧର ଖେଳାଳିଙ୍କ ଏହା ଶେଷ IPL ସିଜିନ, ତାଲିକାରେ ଅଛନ୍ତି ଏମାନେ…

ନୂଆଦିଲ୍ଲୀ, ୧୮।୫: IPL ୨୦୨୬ ଅନେକ ପ୍ରମୁଖ ଖେଳାଳିଙ୍କ ପାଇଁ ଶେଷ ସିଜିନ ହୋଇପାରେ। ପାଞ୍ଚଟି ଟ୍ରଫି ଜିତିଥିବା ପୂର୍ବତନ ଚେନ୍ନାଇ ସୁପର କିଙ୍ଗସ ଅଧିନାୟକ ଏମଏସ…

ଜମିକୁ ପହଞ୍ଚି ପାରୁନି ଡ୍ୟାମ୍‌ ପାଣି: ବିଧାୟକଙ୍କୁ ଦାବିପତ୍ର ଦେଲେ ୪ ଗାଁର ଚାଷୀ

ଖଡ଼ିଆଳ,୧୮ା୫ (ସୁଜିତ କୁମାର ପ୍ରଧାନ): ଦୀପ ତଳ ଅନ୍ଧାର ଭଳି ତିଖାଲି ଡ୍ୟାମ୍‌ର ନାକ ତଳେ ଥିବା ଖଡ଼ିଆଳ ବ୍ଲକର ୪ ଗ୍ରାମର ଜମିକୁ ପାଣି ନ…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୫୪ଟି ବ୍ୟାଙ୍କ ଆକାଉଣ୍ଟ, ନଗଦ ୨୮ ଲକ୍ଷ, ଟଙ୍କା ବିପୁଳ ପରିମାଣର ଅଳଙ୍କାର ଜବତ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri