ସୁନ୍ଦରଗଡ଼ରେ ୨୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ହସ୍ପିଟାଲ

ସୁୁନ୍ଦରଗଡ଼,୧୯ା୪(ଡି.ଏନ୍‌.ଏ.)
ସୁନ୍ଦରଗଡ଼ରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ଓ୍ବାର୍ଡର କାମ ସରିଛି ା ଏହି ହସ୍ପିଟାଲକୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି । ଏଥିରେ ଥିବା ୧୪ଟି ଓ୍ବାର୍ଡରେ ୧୮ଟି କୋଠରି ରହିଛି। ପ୍ରତି କୋଠରିରେ ୧୨ଟି ଲେଖାଏଁ ବେଡ୍‌ ଯୋଗାଇ ଦେବା ସହ ନିୟୋଜିତ ମେଡିକାଲ କର୍ମଚାରୀଙ୍କ ସକାଶେ ସ୍ବତନ୍ତ୍ର ଗୃହ ରହିଛି । ଏହି ପ୍ରକଳ୍ପରେ କାର୍ଯ୍ୟରତ ଏନ୍‌ଟିପିସିର ସମସ୍ତ କର୍ମଚାରୀମାନେ ଗୋଟିଏ ଦିନର ଦରମା ଓ ଅଭିଳାଷ ଲେଡିସ କ୍ଲବର ସଦସ୍ୟାମାନେ ୧ଲକ୍ଷ ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି । ଏନଟିପିସି ତରଫରୁ ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଥିବା ୨୦୦ଶଯ୍ୟା ବିଶିଷ୍ଟ ଏହି ମେଡିକାଲ ଆସନ୍ତା ୨୦ତାରିଖଠାରୁ ସ୍ବତନ୍ତ୍ର ଭାବେ କୋଭିଡ୍‌-୧୯ କେୟାର ହସ୍ପିଟାଲ ଭାବେ କାର୍ଯ୍ୟ କରିବ ବୋଲି ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ସରୋଜ କୁମାର ମିଶ୍ର କହିଛନ୍ତି ା ଅନ୍ୟପକ୍ଷେ କରୋନା ଭାଇରସର ମୁକାବିଲା ପାଇଁ ସୁନ୍ଦରଗଡ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସି ବୃହତ୍‌ ତାପଜ ପ୍ରକଳ୍ପ ପକ୍ଷରୁ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଚାଲୁ ରହିଛି । ପ୍ରକଳ୍ପର ମୁଖ୍ୟ ସୁନୀଲ ସତ୍ୟଙ୍କ ତତ୍ତ୍ୱାବଧାନରେ ପ୍ରକଳ୍ପ ମଧ୍ୟରେ କାମ କରୁଥିବା କର୍ମଚାରୀ ଓ ଶ୍ରମିକମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ବିଭିନ୍ନ ସଚେତନତା ଓ ସହାୟତା କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri