Posted inଖେଳ

ସୁପର ଓଭରରେ ଜିତିଲା ଜିମ୍ବାଓ୍ବେ

ଲଣ୍ଡନ,୨୬।୬- ଦିନିକିଆ ସିରିଜ୍‌ରେ ୨-୦ରେ ପରାସ୍ତ ହେବା ପରେ ସୁପର ଓଭର ଜରିଆରେ ଜିମ୍ବାଓ୍ବେ ପ୍ରଥମଥର ବିଜୟ ସ୍ବାଦ ଚାଖିଛି। ମଙ୍ଗଳବାର ଖେଳାଯାଇଥିବା ଟି୨୦ ମ୍ୟାଚ୍‌ରେ ୧୫୩ ରନ୍‌ ବିଜୟ ଲକ୍ଷ୍ୟର ପିଛା କରୁଥିବା ଜିମ୍ବାଓ୍ବେ ଦଳ ବ୍ରେଣ୍ଡନ ଟେଲର(୪୦), କ୍ରିଗ ଇଭରିନ (୨୯), ଇଲଟନ ଚିଗମ୍ବୁରା (୨୯) ଓ ର଼୍ୟାନ ବୁରି (୨୩)ଙ୍କ ଉପଯୋଗୀ ଇନିଂସ୍‌ ବଳରେ ଶେଷପର୍ଯ୍ୟନ୍ତ ବ୍ୟାଟିଂ କରି ସମାନ ସ୍କୋରରେ ଅଲଆଉଟ୍‌ ହୋଇଯାଇଥିଲା। ମ୍ୟାଚ୍‌ ଜିତିବା ଲାଗି ଅନ୍ତିମ ବଲରେ ଜିମ୍ବାଓ୍ବେକୁ ଗୋଟିଏ ରନ୍‌ ଦରକାର ଥିଲା। ହେଲେ ରନ୍‌ଆଉଟ୍‌ ଯୋଗୁ ସୁପର ଓଭର ଆରମ୍ଭ ହୋଇଥିଲା। ସୁପର ଓଭରରେ ଜିମ୍ବାଓ୍ବେ ୧୮ ରନ୍‌ କରିଥିବାବେଳେ ନେଦରଲାଣ୍ଡକୁ ୯ ରନ୍‌ରେ ରୋକି ଦେଇଥିଲା। ପୂର୍ବରୁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ନେଦରଲାଣ୍ଡ ଧାର୍ଯ୍ୟ ୨୦ ଓଭରରେ ୮ ଉଇକେଟ ହରାଇ ୧୫୨ ରନ୍‌ କରିଥିଲା। ଦଳ ପାଇଁ ମ୍ୟାକ୍ସ କୁପର ୫୬ ଓ ଅଧିନାୟକ ପିଟର ସିଲାର ୨୯ ରନ୍‌ କରିିଥିଲେ। ବୋଲିଂରେ ଜିମ୍ବାଓ୍ବେ ଲାଗି ସିନ ଓ୍ବିଲିୟମ୍ସ ଓ କ୍ରିସ ଏମ୍‌ପଫୁ ଦୁଇଟି ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri