‘ସୁପର-୩୦’ର ବମ୍ପର ଓପନିଂ, ପ୍ରଥମ ଦିନରେ ରୋଜଗାର ୧୨ କୋଟି

ମୁମ୍ବାଇ: ଶୁକ୍ରବାର ପରଦାକୁ ଆସିଛି ସୁପରଷ୍ଟାର ହ୍ରିତିକ୍‌ ରୋଶନଙ୍କ ଫିଲ୍ମ ‘ସୁପର-୩୦’। ବିହାରର ଗଣିତ ଶିକ୍ଷକ ଆନନ୍ଦ କୁମାରଙ୍କ ବ୍ୟକ୍ତିଗତ ଜୀବନ ଉପରେ ପର୍ଯ୍ୟବସିତ ଫିଲ୍ମଟି ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସୁଛି। ଏହା ରିଲିଜର ପ୍ରଥମ ଦିନରେ ୧୨ କୋଟି ରୋଜଗାର କରିଛି, ଯାହା କୌଣସି ବମ୍ପର ଓପନିଂ ଠାରୁ କମ୍‌ ନୁହେଁ। ଏହା ସହ ଅନ୍ୟ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିବାରୁ, ଆସନ୍ତା ଛୁଟିଦିନଗୁଡ଼ିକରେ ଏହା ଭଲ ବ୍ୟବସାୟ କରିବ ବୋଲି ନିର୍ମାତାମାନେ ଆଶା କରୁଛନ୍ତି। ‘ସୁପର-୩୦’ର ବଜେଟ ରହିଛି ୮୫ କୋଟି। ଏହାକୁ ନିର୍ଦ୍ଦେଶନା ଦେଇଛନ୍ତି ବିକାଶ ବହଲ। ଫିଲ୍ମରେ ହ୍ରିତିକ୍‌ଙ୍କ ସହ ଅଭିନେତ୍ରୀ ମୃଣାଳ ଠାକୁର ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ଇଣ୍ଡିଆନ ଆଇଡଲ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ: ଦେଲେ ଏତିକି ଟଙ୍କା ପୁରସ୍କାର

ଭୁବନେଶ୍ୱର, ୨୯ା୭ (ବନ୍ଦନା ସେଠୀ): ଇଣ୍ଡିଆନ ଆଇଡଲ ସିଜିନ-୧୬ର ବିଜେତା ଓଡ଼ିଆ ଝିଅ ଜ୍ୟୋତିର୍ମୟୀ ନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ତାଙ୍କ ସରକାରୀ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri