ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ: ଜାଣନ୍ତୁ ବୟସରେ ବଡ଼ ନମ୍ରତାଙ୍କୁ କିପରିି ଦେଇଥିଲେ ସେ ମନ

ମୁମ୍ବାଇ: ଦକ୍ଷିଣ ଭାରତୀୟ ସୁପରଷ୍ଟାର ମହେଶ ବାବୁଙ୍କ ଆଜି ଜନ୍ମଦିନ। ମହେଶ କେବଳ ଯେ ଜଣେ ଲୋକପ୍ରିୟ ଅଭିନେତା ତାହା ନୁହେଁ ବରଂ ଜଣେ ପାରିବାରିକ ମଣିଷ ଭାବେ ପ୍ରଶଂସକଙ୍କ ମନରେ ତାଙ୍କର ଛବି ଭିନ୍ନ। ମାତ୍ର ଚାରି ବର୍ଷ ବୟସରେ ଅଭିନୟ ଆରମ୍ଭ କରିଥିବା ମହେଶ ନିଜଠାରୁ ଚାରି ବର୍ଷ ବଡ଼ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ। ‘ଜବ୍‌ ପ୍ୟାର କିସି ସେ ହୋତା ହେ’ ଚଳଚ୍ଚିତ୍ରରେ ନଜର ଆସିଥିବା ନମ୍ରତା ଶିରୋଦକରଙ୍କୁ ପ୍ରେମ ବିବାହ କରିଛନ୍ତି ମହେଶ।

ଉଭୟଙ୍କ ପ୍ରେମକାହାଣୀ ବି ଠିକ୍‌ ଫିଲ୍ମ ଭଳି। ହିନ୍ଦୀ ପରେ ତେଲୁଗୁ ଫିଲ୍ମ ‘ବାମସି’ରେ ନମ୍ରତା ମହେଶଙ୍କ ବିପକ୍ଷରେ କାମ କରିବାର ସୁଯୋଗ ପାଇଥିଲେ। ତେବେ ଫିଲ୍ମଟିର ଶୁଟିଂ ସରିବା ପୂର୍ବରୁ ଉଭୟ ଉଭୟଙ୍କୁ ମନ ଦେଇ ଦେଇଥିଲେ। ପରେ ସେମାନେ ଚାରି ବର୍ଷ ଧରି ସମ୍ପର୍କରେ ରହିବା ପରେ ବିବାହ କରିବାକୁ ନିଷ୍ପତି ନେଇଥିଲେ। ପ୍ରଥମେ ମହେଶ ନମ୍ରତାଙ୍କ ବିଷୟରେ ପରିବାରଲୋକଙ୍କୁ ଜଣାଇବାକୁ ସାହସ ଜୁଟାଇପାରି ନ ଥିଲେ। ହେଲେ ଭଉଣୀଙ୍କୁ ଏ ବିଷୟରେ କହିବା ପରେ ସେମାନଙ୍କ ବିବାହ ନିମନ୍ତେ ବାଟ ଫିଟିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ବଡ଼ ଆରୋପ ଲଗାଇଲା ଇରାନ, ଚୋରମାନେ! ଆମର ୟୁରାନିୟମ ଚୋରି କରିବାକୁ…

ତେହେରାନ,୭।୪: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ନିରନ୍ତର ଜାରି ରହିଛି, ଏବଂ ଇରାନ ଏହି ଆକ୍ରମଣର କଠୋର ପ୍ରତିଶୋଧ ସହିତ ଜବାବ ଦେଉଛି ।…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri