Posted inଜାତୀୟ

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ୧୫ ଦିନ ମଧ୍ୟରେ ଘରେ ପହଞ୍ଚିବେ ସମସ୍ତ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ,୫।୬: ପ୍ରବାସୀ ଶ୍ରମିକଙ୍କ ଘର ବାହୁଡାକୁ ନେଇ ସୁପ୍ରିକୋର୍ଟରେ ଶୁକ୍ରବାର ଶୁଣାଣି କରାଯାଇଛି। କୋର୍ଟ କହିଛନ୍ତି ରାଜ୍ୟ ବାହାରେ ଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚିବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୧୫ ଦିନ ସମୟ ଦିଆଯିବ। ଏହାସହ ସମସ୍ତ ରାଜ୍ୟ ସରକାର ପ୍ରବାସୀ ଶ୍ରମିକଙ୍କ ପାଇଁ ରୋଜଗାରର ମାଧ୍ୟମ ସୃଷ୍ଟି କରିବେ ବୋଲି କୋର୍ଟ କହିଛନ୍ତି। ଏହି ମାମଲାର ପାରବର୍ତ୍ତି ଶୁଣାଣି ଆସନ୍ତା ମଙ୍ଗଳବାର କରାଯିବ। ସୂଚନାଯୋଗ୍ୟ, ଏହି ମାମଲାର ଶୁଣାଣି ସମୟରେ ସରକାରଙ୍କ ପକ୍ଷରୁ ଥିବା ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ ଏପର୍ଯ୍ୟନ୍ତ ପାଖାପାଖି ୧ କୋଟି ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟରେ ପହଞ୍ଚାଯାଇ ସାରିଲାଣି। ଏମାନଙ୍କ ମଧ୍ୟରୁ ୪୧ ଲକ୍ଷଙ୍କୁ ସଡ଼କ ମାର୍ଗରେ ଓ ପ୍ରାୟ ୫୭ ଲକ୍ଷ ଶ୍ରମିକଙ୍କୁ ଟ୍ରେନ୍‌ ଯୋଗେ ସେମାନଙ୍କ ରାଜ୍ୟରେ ପହଞ୍ଚାଯାଇଛି। ଅଧିକ ପ୍ରବାସୀ ଟ୍ରେନ୍‌ ଉତ୍ତରପ୍ରଦେଶ ଓ ବିହାରକୁ ଯାତ୍ରା କରିଥିବା ମେହେଟ୍ଟା କହିଛନ୍ତି। ଏହି ପ୍ରବାସୀଙ୍କୁ ଘରେ ପହଞ୍ଚାଇବାକୁ ଜୁନ୍‌ ୩ ପର୍ଯ୍ୟନ୍ତ ୪,୨୦୦ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri