Posted inଜାତୀୟ

ସୁପ୍ରିମକୋର୍ଟରେ ଅନୁଚ୍ଛେଦ ୩୭୦ ରଦ୍ଦ ମାମଲା: ପିଟିଶନ ବିରୋଧରେ କ୍ୟାଭିଟ୍‌ ଦାଏର

ନୂଆଦିଲ୍ଲୀ,୨୧ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ୬ ଜଣ ଅବସରପ୍ରାପ୍ତ ପ୍ରଶାସନିକ ଓ ସେନା ଅଧିକାରୀ ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଥିବା ବେଳେ ଏହା ବିରୋଧରେ କଶ୍ମୀରୀ ପଣ୍ଡିତମାନଙ୍କର ଏକ ସଂଗଠନ ମଙ୍ଗଳବାର କ୍ୟାଭିଟ୍‌ ଦାଖଲ କରିଛି। କଶ୍ମୀରୀ ପଣ୍ଡିତ ସମ୍ପ୍ରଦାୟର ପ୍ରତିନିଧିତ୍ୱ କରୁଥିତ୍ବା ରୁଟ୍ସ ଇନ୍‌ କଶ୍ମୀର (ଆର୍‌ଆଇକେ) ଆଇନଜୀବୀ ବିମଲ ରାୟ ଜାଦ୍‌ଙ୍କ ଜରିଆରେ ସୁପ୍ରିମକୋର୍ଟରେ ଏହି କ୍ୟାଭିଟ୍‌ ଦାଖଲ କରିଛି। ଶୁଣାଣିରେ ସେମାନଙ୍କୁ ସାମିଲ ନ କରି ପିଟିଶନ ଉପରେ କୌଣସି ରାୟ ପ୍ରଦାନ ନ କରିବାକୁ ଉକ୍ତ ସଂଗଠନ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଆମେ ହରାଇ ପାରିବୁ ନାହିଁ ସେ ନିଶ୍ଚିତ ଜିତିବେ, କାହିଁକି ଏମିତି କହିଲେ ହିମନ୍ତ ବିଶ୍ୱ ଶର୍ମା

ନୂଆଦିଲ୍ଲୀ,୩।୫: ବର୍ତ୍ତମାନ ପାକିସ୍ତାନ ୨୦୨୪ ଲୋକ ସଭା ନିର୍ବାଚନରେ ପ୍ରବେଶ କରିଛି। ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫୱାଦ ହୁସେନ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା...

ଦେବଗୌଡାଙ୍କ ପୁଅଙ୍କ ଉପରେ ଆସିଲା ଆଉ ଏକ ସଙ୍ଗୀନ ଅଭିଯୋଗ

ନୂଆଦିଲ୍ଲୀ,୩।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି ଦେବଗୌଡାଙ୍କ ନାତି ଉଜ୍ଜ୍ୱଳ ରେଭାନ୍ନାଙ୍କ ବରୋଧରେ ବଳାତ୍କାର ଅଭିଯୋଗ ପରେ...

ନାମାଙ୍କନପତ୍ର ଦାଖଲ କଲେ ରାହୁଲ

ଲକ୍ଷ୍ନୌ,୩ା୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାଏବରେଲି ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭବିଷ୍ୟବାଣୀ: ଏତିକି କେତେ ଆସନରେ ଜିତିବ କଂଗ୍ରେସ

କୋଲକାତା,୩।୫: ପଶ୍ଚିମବଙ୍ଗର ବଦ୍ଧମାନ-ଦୁର୍ଗାପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଯଦି ମୋଦି...

କହୁଥିଲେ ଡର ନାହିଁ କି ପଳାୟନ କର ନାହିଁ, ଏବେ ଡରିଯାଇ ଓ୍ବାୟନାଡରୁ ରାଏବରେଲି ଯାଉଛନ୍ତି

ନୂଆଦିଲ୍ଲୀ,୩।୫: ହିମାଚଳ ପ୍ରଦେଶର ଧର୍ମଶାଳାରେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ରାଏବରେଲି ଲୋକ ସଭା ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପ୍ରାର୍ଥୀତ୍ୱକୁ ନେଇ ଟାର୍ଗେଟ...

ହେମନ୍ତ ସୋରେନଙ୍କୁ ହାଇକୋର୍ଟରୁ ଲାଗିଲା ବଡ ଝଟ୍‌କା

ରାଞ୍ଚି,୩।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ହେମନ୍ତ ସୋରେନଙ୍କ ଗିରଫଦାରୀକୁ ଚ୍ୟାଲେଞ୍ଜ କରି ଏହି ଆବେଦନକୁ...

ରାହୁଲ ରାଏବରେଲିରୁ ପ୍ରାର୍ଥୀ ହେବା ପରେ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀଙ୍କ ନାଁ ନ ନେଇ ବର୍ଷିଛନ୍ତି। ରାଏବରେଲିରୁ ରାହୁଲ ଗାନ୍ଧୀଙ୍କ...

‘ମୁଁ ମଉଜ କରିବାକୁ ଜନ୍ମ ହୋଇନାହିଁ’

ନୂଆଦିଲ୍ଲୀ,୩ା୫: ଲୋକ ସଭା ନିର୍ବାଚନ-୨୦୨୪ ପାଇଁ  ୭ ମେ’ରେ ତୃତୀୟ ପର୍ଯ୍ୟାୟରେ ଭୋଟ୍‌ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର ଜୋର୍‌ଦାର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri