Posted inଜାତୀୟ

ସୁପ୍ରିମ୍‌କୋର୍ଟର ୬ ବିଚାରପତିଙ୍କୁ ସ୍ବାଇନ୍‌ ଫ୍ଲୁ: ମାସ୍କ୍‌ ପିନ୍ଧି ଶୁଣାଣି

ନୂଆଦିଲ୍ଲୀ,୨୫।୨: ସୁପ୍ରିମ୍‌କୋର୍ଟର ୬ ଜଣ ବିଚାରପତି ସ୍ବାଇନ୍‌ ଫ୍ଲୁ(ଏଚ୍‌-୧ଏନ୍‌-୧)ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସେମାନଙ୍କର ଚିକିତ୍ସା ପାଇଁ ବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ ଏକ ବୈଠକ ଡକାଇଥିଲେ। କିଭଳି ବିଚାରପତିଙ୍କ ଚିକିତ୍ସା ଠିକ ଭାବେ କରାଯିବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଏନେଇ ସେ ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡେଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଦେବାକୁ ଅନୁରୋଧ କରିଛନ୍ତି। ସ୍ବାଇନ ଫ୍ଲୁ ସଂକ୍ରମଣକୁ ଦୃଷ୍ଟିରେ ରଖି ସେହିପରି କୋର୍ଟ ନମ୍ବର-୨ରେ ବିଚାରପତି ସଞ୍ଜିବ ଖାନ୍ନା ମାସ୍କ୍‌ ପିନ୍ଧି ଶୁଣାଣି କରିଥିଲେ। ସୂଚନାଯୋଗ୍ୟ, କୋର୍ଟର ସମସ୍ତ କର୍ମଚାରୀଙ୍କୁ ପ୍ରତିଷେଧକ ଟୀକା ଦେବା ଉପରେ ପ୍ରଶାସନ ଚିନ୍ତା କରୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

ଚିନ୍ତା ବଢ଼ାଇଲା ରିପୋର୍ଟ, ଆଗାମୀ ୩-୪ ବର୍ଷ ପାଇଁ ଲାଗି ରହିପାରେ ଗ୍ୟାସ୍ ଅଭାବ!

ନୂଆଦିଲ୍ଲୀ,୧୫।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଯୋଗୁଁ ଭାରତ ସହ ଅନେକ ଦେଶରେ ଗ୍ୟାସର ଅଭାବ ଦେଖାଦେଇଛି । ଦେଶକୁ ଆଗାମୀ ତିନିରୁ ଚାରି ବର୍ଷ ପାଇଁ ଏହି ଚ୍ୟାଲେଞ୍ଜର…

ପ୍ରକାଶ ପାଇଲା CBSE ଦଶମ ରେଜଲ୍ଟ,ଏପରି କରନ୍ତୁ ଚେକ୍

ନୂଆଦିଲ୍ଲୀ,୧୫।୪: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା  ଫଳାଫଳ ପ୍ରକାଶ ପାଇଛି । ଛାତ୍ରୀଛାତ୍ର ଏବଂ ଅଭିଭାବକମାନେ ବର୍ତ୍ତମାନ UMANG ଆପରେ…

ଆଇନମନ୍ତ୍ରୀଙ୍କ ଘୋଷଣା, ମହାପ୍ରଭୁଙ୍କ ଦର୍ଶନ ବ୍ୟବସ୍ଥାରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ବର,୧୫।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ନେଇ ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ବଦଳିବ ଦର୍ଶନ ବ୍ୟବସ୍ଥା । ଖୁବଶୀଘ୍ର ସ୍ଲଟ ବୁକିଂ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri