ସୁବର୍ଣ୍ଣ ଚିତା ଲାଗି ହେଲେ ନୀଳମାଧବ ଜୀଉ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)- ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପରିଚିତ କଣ୍ଟିଲୋର ନୀଳମାଧବ ଜୀଉଙ୍କ ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀଜୀଉଙ୍କୁ ସୁବର୍ଣ୍ଣର ଚିତା ଲାଗି କରାଯାଇଥିଲା ା ଗୁରୁବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଶ୍ରୀଜୀଉଙ୍କର ସକାଳଧୂପ ଶେଷ ହେବାପରେ ମନ୍ଦିରର ମୁଖ୍ୟ ପୂଜକ ସୁବର୍ଣ୍ଣର ଚିତା ଧରି ବେଢ଼ା ପରିକ୍ରମା କରିବା ପରେ ଶ୍ରୀଜୀଉଙ୍କୁ ଚିତା ପ୍ରଦାନ କରାଯାଇଥିଲା ା ଏହି ଅବସରରେ ସ୍ବତନ୍ତ୍ର ଭୋଗ କ୍ଷୀର ଓ ଚିତଉ ପିଠା ଶ୍ରୀଜୀଉଙ୍କୁ ଲାଗି ହୋଇଥିଲା ା ଚିତାଲାଗି ଅମାବାସ୍ୟା ଉପଲକ୍ଷେ ଶ୍ରୀଜୀଉଙ୍କ ଦର୍ଶନ ପାଇଁ ବହୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ଛାତ୍ରୀଛାତ୍ରଙ୍କୁ ବଣ୍ଟାଗଲା ପୋଷାକ: ଶିକ୍ଷା ବର୍ଷ ୨୦୨୬- ୨୭ ପାଇଁ…

କର୍ଲାମୁଣ୍ଡା:୨୧/୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପୋଦର ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସବ ବଣ୍ଟନ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି।…

୨ ମାସ ପୂର୍ବେ ଗଢିଥିଲେ ସୁଖର ସଂସାର, ହଠାତ୍‌ ଶାଶୁ ଘରେ ହୋଇଗଲେ ଅଚେତ୍‌, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ପରେ ବଢିଲା ସସ୍‌ପେନ୍ସ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମର ନବବିବାହିତା ଲିପ୍ସା ବିଷୋୟୀ(୨୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଦିଗପହଣ୍ଡି ଥାନା ଆଙ୍କୋରଡ଼ା…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

ସମ୍ପତ୍ତି ଭାଗବଣ୍ଟାକୁ ନେଇ ମହାଭାରତ: ବଡ଼ ଭାଇର ଚୋଟରେ ସାନ ଭାଇ, ମାଉସୀ ଶାଶୁ ଲହୁଲୁହାଣ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ମଙ୍ଗଳବାର ସକାଳେ ପାରିବାରିକ ହିଂସା କାରଣରୁ ବଡ଼ଭାଇ ବି.ଦଣ୍ଡ ରେଡ୍ଡୀଙ୍କ କାତି ଚୋଟରେ ସାନଭାଇ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ବିବାହ କଲେ ୩୯ ଯୋଡି, ଯୋଗ ଦେଲେ ବିଧାୟକ ଲକ୍ଷ୍ମଣ ବାଗଙ୍କ ସହ …

ବଲାଙ୍ଗୀର, ୨୧।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର କୋଶଳ କଳା ମଣ୍ଡଳ ପଡ଼ିଆରେ ମଙ୍ଗଳବାର ଏକ ଅଭିନବ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ…

ଶୀତଳ ଷଷ୍ଠୀ ଯାତ୍ରା ପାଇଁ ଉଠିଲା ଥାଳ: ହରିବୋଲ ଧ୍ୱନିରେ ଦୁଲକିଲା ଶୈବ ପୀଠ

ବଲାଙ୍ଗୀର,୨୧।୪(ସୁନିଲ କୁମାର ମହାନ୍ତି): ପବିତ୍ର ଅକ୍ଷୟ ତୃତୀୟା ତିଥିରେ ବଲାଙ୍ଗୀର ପ୍ରସିଦ୍ଧ ଶୀତଳ ଷଷ୍ଠୀ ଯାତ୍ରାର ଥାଳ ଉଠା ପର୍ବ ପରମ୍ପରା ଓ ରୀତିନୀତି ଓ ଅନୁସାରେ…

ଷ୍ଟିଲ୍‌ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri