Posted inଜାତୀୟ

ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ୨ ଜୈଶ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୬: ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ବଘାମା ଅଞ୍ଚଳରେ ଦ୍ୱିତୀୟ ଥର ପାଇଁ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ଏଥିରେ ୨ ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ମଙ୍ଗଳବାର ସକାଳେ ଘେରାବନ୍ଦୀ ଆରମ୍ଭ ହୋଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲେ ମଧ୍ୟ ସେମାନେ ପ୍ରଥମେ ଗୁଳିଚାଳନା କରିବା ଆରମ୍ଭ କରିଥିଲେ। ଏହାର ଜବାବ୍‌ରେ ମିଳିତ ସୁରକ୍ଷାବଳଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ଏଥିରେ ଜଣେ ଯବାନ୍‌ ଶହୀଦ୍‌ ହୋଇଥିବା କୁହାଯାଉଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?