Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୪।୧୧: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଗ୍ରେନେଡ୍‌ ମାଡ଼ କରିଛନ୍ତି। ଶ୍ରୀନଗରର ହରି ସିଂ ରୋଡ୍‌ଠାରେ ଆତଙ୍କବାଦୀମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଗ୍ରେନେଡ୍‌ ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ ଜଣ ଗୁରୁତର ଭାବେ ଆହତ ହୋଇଥିବା କୁହାଯାଉଛି। ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା କୁହାଯାଉଛି। ପୂର୍ବରୁ ଅକ୍ଟୋବର ୨୯ରେ ଆତଙ୍କବାଦୀମାନେ ପୁଲଓ୍ବାମାଠାରେ ସିଆର୍‌ପିଏଫ୍‌ ପାଟ୍ରୋଲିଂ ପାର୍ଟି ଉପରେ ଆକ୍ରମଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

ସ୍କୁଲ-କଲେଜ ଛୁଟି ଘୋଷଣା

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ବଢ଼ି ଚାଲିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ୪ ଦିନ ହେବ ଜିଲାରେ ପ୍ରାୟ ୪୧ରୁ ୪୨ ଡିଗ୍ରୀ ଉପରେ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri