Posted inଜାତୀୟ

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିପଡ଼ିଲେ ୫ଆତଙ୍କବାଦୀ

ଶ୍ରୀନଗର,୧୦।୬: ଜମ୍ମୁ-କଶ୍ମୀର ଶୋପିଆନ ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଆଉ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ଦକ୍ଷିଣ କଶ୍ମୀର ଶୋପିଆନ ଜିଲାର ସୁଗୁ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ଖବର ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଏହି ଗୁଳିବିନିମୟରେ ୫ଜଣ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?