Posted inଜାତୀୟ

ସୁରଟ ଅଗ୍ନିକାଣ୍ଡ : କୋଚିଂ ସେଣ୍ଟର ମାଲିକ ଗିରଫ, ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ

ସୁରଟ,୨୫ା୫ : ଗୁଜୁରାଟର ହୀରା ସହର କୁହାଯାଉଥିବା ସୁରଟର ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ରୁ ଊର୍ଦ୍ଧ୍ୱ ଛାତ୍ର ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏନେଇ ଗୁଜୁରାଟ ପୋଲିସ କୋଚିଂ ସେଣ୍ଟର ମାଲିକଙ୍କ ସମେତ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି। ଗୁଜୁରାଟ ପୋଲିସ କମିଶନର ସତୀଶ ଶର୍ମା କହିଛନ୍ତି କୋଚିଂ ସେଣ୍ଟର ମାଲିକ ଭାର୍ଗବ ଭୁଟାନୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଗିରଫ କରାଯାଇଥିବାବେଳେ ବିଲଡର ହେତୁଲ ବେରାଡିଆ ଏବଂ ଜିଗେଶ ପଗଡାଲୁ ଫେରାର ଅଛନ୍ତି। ଖୁବ୍‌ଶୀଘ୍ର କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପକ୍ଷରେ ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?