ଭଞ୍ଜନଗର,୨ା୫(ଡି.ଏନ୍.ଏ.)- ସୁରଟରୁ ଆସୁଥିବା ଏକ ବସ୍ ଶନିବାର ରାତିରେ ଆସିକା ଅଭିମୁଖେ ଯାଉଥିଲା। ଭଞ୍ଜନଗର ବଡକୋଦଣ୍ଡା ଛକ ନିକଟରେ ପ୍ରାୟ ୨୦ ଜଣ ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଚାଲିଯାଇଛି। ସମ୍ପୃକ୍ତ ଅଞ୍ଚଳବାସୀ ଘଟଣା ସମ୍ପର୍କରେ ଜାଣିବା ପରେ ଆତଙ୍କିତ ହୋଇ ପଡିଥିଲେ। ଏନେଇ ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି ଯେ, ଘଟଣାର ସତ୍ୟତା ଅନୁସନ୍ଧାନ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….
ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...
ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…
ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...
ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା
ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...
ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା
ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...
ବାଇକ୍କୁ ଧକ୍କାଦେଲା ବାଇକ୍, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...
ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ
ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର ଗଣିଆନାଳ ଛକ...
ନୂଆ ବର୍ଷରେ ନୂଆ ପଦକ୍ଷେପ
ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...
କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର
ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...
Archives


