ସୁରଟରୁ ଫେରୁଥିବା ପ୍ରବାସୀ ଓଡ଼ିଆଙ୍କ ବସ୍‌ରେ ମୃତ୍ୟୁ

ସୋରଡା,୨ା୫(ଡି.ଏନ୍‌.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଜିଲା ସୋରଡା ବ୍ଲକ ଅଭିମୁଖେ ଆସୁଥିବା ଏକ ବସ୍‌ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୋରଡା ବ୍ଲକ ସୁରମଣି ପଞ୍ଚାୟତ ନାରାୟଣପୁର ଗ୍ରାମର ପ୍ରକାଶ ଗୌଡ। ରାୟପୁର ନିକଟରେ ତାଙ୍କର ମୃତ୍ୟୁ ହେବାପରେ ସ୍ଥାନୀୟ ପୋଲିସ ବସ୍‌ରୁ ମୃତଦେହ ଓହ୍ଲାଇ ବ୍ୟବଚ୍ଛେଦ ପାଇଁ ପଠାଇଥିବା ମା’ ମାଗି ଗଉଡ ସୂଚନା ଦେଇଛନ୍ତି। ଗୁରୁବାର ରାତିରେ ବସ୍‌ଟି ସୁରଟ ଛାଡିବା କିଛି ସମୟ ପରେ ତାଙ୍କ ଦେହ ଖରାପ ହୋଇଥିବା ସେ କହିଛନ୍ତି। ୫ /୭ ବର୍ଷ ହେବ ସେ ସେଠାରେ ରହି କାମ କରୁଥିଲେ, ଲକ୍‌ଡାଉନ ପରେ କାମ ବନ୍ଦ ହେବାରୁ ଫେରୁଥିଲେ ବୋଲି କହିଛନ୍ତି।
ପ୍ରକାଶ ଘରର ଏକମାତ୍ର ରୋଜଗାରିଆ ବ୍ୟକ୍ତି ହୋଇଥିବାରୁ ପରିବାର କିପରି ଚଳିବ ବୋଲି କୋହଭରା କଣ୍ଠରେ କହିଛନ୍ତି ମା’।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ହଜିଯାଇଥିବା ମନି ପର୍ସକୁ ଫେରାଇଲେ ଫରେଷ୍ଟ ଗାର୍ଡ

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପେଟ୍ରୋଲ ପମ୍ପଠାରେ ପେଟ୍ରୋଲ ପକାଇବାକୁ ଯାଉଥିବା ବେଳେ ସେଠାରୁ ଫରେଷ୍ଟ ଗାର୍ଡ ପ୍ରଶାନ୍ତ ନାୟକଙ୍କୁ ଏକ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri