ସୁରଟରୁ ବସ୍‌ରେ ଭଦ୍ରକ ଆସୁଥିଲେ ମହିଳା: ରାସ୍ତାରେ ସନ୍ତାନ ପ୍ରସବ

ଭଦ୍ରକ ଅଫିସ,୪ା୫: ସୁରଟରୁ ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳକୁ ବସ୍‌ରେ ଫେରିବାବେଳେ ନାଗପୁରଠାରେ ପ୍ରସବ ଯନ୍ତ୍ରଣା ହେବାରୁ ଜଣେ ମହିଳାଙ୍କ ପାଇଁ ବସ୍‌ ଅଟକି ଥିଲା। ରାସ୍ତାପାର୍ଶ୍ୱରେ ସନ୍ତାନ ପ୍ରସବ କରିବା ପରେ ଏକ ଆମ୍ବୁଲାନ୍ସରେ ନିକଟରେ ଥିବା ମେଡିକାଲକୁ ତାଙ୍କ ସ୍ବାମୀ ନେଇଥିଲେ। ବସ୍‌ ଅପେକ୍ଷା ନ କରି ଚାଲିଆସିଲା l ତିହିଡ଼ି କୁବେରା ଗାଁର ସୁଶାନ୍ତ ବେହେରା ଓ ସ୍ତ୍ରୀ ଡଲିଲତା ବଳଙ୍କ ସହ ଶିଶୁ ସୁସ୍ଥ ଥିବା ଜଣାପଡ଼ିଛି। ସେମାନଙ୍କ ପାଖରେ ଟଙ୍କାଟିଏ ନାହିଁ, ୭ହଜାର ଟଙ୍କା ଦେଇ ଟିକେଟ୍‌ କରିଥିଲେ। ସେଠାରୁ ଭଦ୍ରକ ତିହଡ଼ି ଆସିବା ବ୍ୟବସ୍ଥା ପାଇଁ ସେମାନଙ୍କ ପାଖରେ ଟଙ୍କାଟିଏ ନ ଥିବାରୁ ରାଜ୍ୟ ସରକାର ଓ ଭଦ୍ରକ ପ୍ରଶାସନକୁ ଅନୁରୋଧ କରିଛନ୍ତି ସୁଶାନ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri