ସୁରଟରୁ ହାଟଡିହୀକୁ ଫେରୁଛନ୍ତି ୪୫ଜଣ ପ୍ରବାସୀ ଓଡ଼ିଆ

ହାଟଡିହୀ, ୨।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୪୫ଜଣ ପ୍ରବାସୀ ଓଡ଼ିଆ ସୁରଟରୁ ଫେରୁଛନ୍ତି। ଗତ ଏପ୍ରିଲ ୩୦ ତାରିଖରୁ ଗୁରୁବାର ନିଜସ୍ବ ଖର୍ଚ୍ଚରେ ସେମାନେ ଏକ ବସ୍‌ ଭଡା କରି ଶନିବାର ଦିନ ପହଞ୍ଚିବେ ବୋଲି ଜଣାପଡିଛି। ଏହି ବସରେ ମୋଟ ୫୬ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ ହାଟଡିହୀ ବ୍ଲକ କଳିଙ୍ଗା, ରମ୍ପାସ, ଶାଳନିଆ, ଇଞ୍ଚଳ, ଷଡ଼ଙ୍ଗ,ମରେଈଗା ପଞ୍ଚାୟତର ୪୫ ଜଣ, ଘସିପୁରା ବ୍ଲକ ଗୋହିରାର ୨ ଜଣ, ଆନନ୍ଦପୁର ବ୍ଲକ କାଠକଟାର ୨ ଜଣ ଏବଂ ଭଦ୍ରକ ଜିଲା ବସନ୍ତିଆ, ନାଆମି, ବନ୍ତ ଅଞ୍ଚଳର ୭ ଜଣ ଫେରୁଛନ୍ତି। ପହଞ୍ଚିବା ପରେ ପ୍ରବାସୀ ଓଡ଼ିଆଙ୍କୁ ପଞ୍ଚାୟତ ମାନଙ୍କରେ ଖୋଲା ଯାଇଥିବା ଆଇସୋଲେଶନ କେନ୍ଦ୍ରରେ ରଖାଯିବ ବୋଲି ସରପଞ୍ଚ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନ: ପୁଅଙ୍କୁ ପଛରେ ପକାଇ ମଇଦାନରେ ଝିଅ ଆଗୁଆ

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଏହାକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ…

ମଧ୍ୟାହ୍ନଭୋଜନରେ ଅନୟମିତତା: ବିଦ୍ୟାଳୟ ଉପସ୍ଥାନ ଖାତାରେ ଅଧିକ ପିଲା, ବାସ୍ତବରେ କମ୍‌

ଝରିଗାଁ,୭ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ସରକାରୀ ସ୍କୁଲରେ ନିମ୍ନମାନର ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଥିବା ବେଳେ କିଛି ଛାତ୍ରୀଛାତ୍ର ସେହି ଭୋଜନ ଖାଉ ନାହାନ୍ତି। ଏପରିକି ଯେଉଁ ପିଲାମାନେ ଅଣ୍ଡା…

ମା’ ତାରାତାରିଣୀଙ୍କ ଦାନହୁଣ୍ଡିରୁ ମିଳିଲା ଦୁଇ ଶିଶୁଙ୍କ ଭାବବିହ୍ବଳ ଚିଠି: ଏଥିରେ ଲେଖାଅଛି ମୋ’ ବାବାଙ୍କୁ ଭଲ ବାଟକୁ ଆଣ, ମୋ ମା’କୁ…

ପୁରୁଷୋତ୍ତମପୁର,୭ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ମିଳିଛି ଦୁଇଟି ଶିଶୁଙ୍କ ଚିଠି। ଗୋଟିଏ ଓଡ଼ିଆରେ ଲେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

କଟକ,୭।୧୦(ପ୍ରଭୁକଲ୍ୟାଣ ପାଲ୍) ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ…

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭/୧୦(ସଂକେତ ପାତ୍ର/ଜଗନ୍ନାଥ ଗୌଡ଼): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?