ସୁରଟରେ ଆଖି ବୁଜିଲେ କରୋନା ଆକ୍ରାନ୍ତ ଓଡିଆ ଶ୍ରମିକ

ଧରାକୋଟ,୧୯ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଝରପାରି ପଞ୍ଚାୟତ ବାଡୁଲା ଗ୍ରାମର କୃଷ୍ଣଚନ୍ଦ୍ର ବିଶୋଇ(୨୭)ଙ୍କ ସୁରଟରେ ମୃତ୍ୟୁ ହୋଇଛି। ସେ କରୋନାରେ ଆକ୍ରାନ୍ତ ହୋଇ ଗତ ୮ଦିନ ତଳେ ସୁରଟର ଏକ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଛନ୍ତି। କୃଷ୍ଣଚନ୍ଦ୍ର ସୁରଟରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ତାଙ୍କ ମୃତ୍ୟୁ ଖବରପାଇ ଆସିବା ପରେ ବାଡୁଲା ଗ୍ରାମରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ସାମାନ୍ୟ ବଚସା ପରେ ଧସ୍ତାଧସ୍ତି: ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ମୁଣ୍ଡ ପିଟି…

ଭଞ୍ଜନଗର,୩।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ଇଣ୍ଡିଆନ ଗ୍ୟାସ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ରାତି ପ୍ରାୟ ୯ ଟା ସମୟରେ ଜଣେ ବ୍ୟବସାୟୀଙ୍କ ସହ ଅନ୍ୟ ଜଣେ…

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ, ବିଧାୟକ ସିଦ୍ଧାର୍ଥ ମହାପାତ୍ର ଯୋଗ ଦେଇ କହିଲେ…

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲର ୧୩ ତମ ବାର୍ଷିକୋତ୍ସବ ମଙ୍ଗଳବାର ସାରେ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି ।…

ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri