ସୁରଟ୍‌ରେ କୃଷ୍ଣପ୍ରସାଦ ବ୍ଲକର ୭ଜଣ ଶ୍ରମିକ ଅଟକ

କୃଷ୍ଣପ୍ରସାଦ,୧ା୪(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ସରକାର ସାରା ଦେଶକୁ ୨୧ଦିନିଆ ଲକଡାଉନ କରିଛନ୍ତି। ଏହା ଯୋଗୁ ବିଭିନ୍ନ ଦେଶ, ରାଜ୍ୟ ବାହାରେ କାର୍ଯ୍ୟ କରୁତ୍ଥିବା ଅନେକ ଲୋକ ଘରୁ ନ ଆସିପାରି ଫସିଯାଇଛନ୍ତି। ସେହିଭଳି ଶ୍ରମିକ ଭାବେ କାର୍ଯ୍ୟ ପାଇଁ ଯାଇଥିବା କୃଷ୍ଣପ୍ରସାଦ ବ୍ଲକ ଗିଲିନାସୀ ଗାଁର ୭ଜଣ ଗୁଜରାଟର ସୁରଟଠାରେ ନ ଆସିପାରି ଅଟକ ଅଛନ୍ତି। ଲକଡାଉନ ଯୋଗୁ ସବୁ ଦୋକାନ, ବଜାର ବନ୍ଦ ହୋଇଯାଇଥିବା ବେଳେ କାମ କରୁଥିବା କମ୍ପାନୀ ମଧ୍ୟ କୌଣସି ସହାୟତା ନ କରିବାରୁ ଏକରକମ ଫସିଯାଇଛନ୍ତି। ତେଣୁ ସେମାନଙ୍କୁ ସେଠାରୁ ଉଦ୍ଧାର କରିବା ପାଇଁ ସୋସିଆଲ ମିଡିଆ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରୁଛନ୍ତି। ଏଣେ ସେମାନଙ୍କ ଦୁଃଖ ଖବର ଶୁଣି ପରିବାର ଲୋକେ ମଧ୍ୟ ଭାଙ୍ଗିପଡ଼ୁଥିବାବେଳେ ସାହାଯ୍ୟ କରିବା ପାଇଁ ସ୍ଥାନୀୟ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri