ସୁଶାନ୍ତଙ୍କ ନାମ ଏବେ ବି ରହିଛି ଅଙ୍କିତାଙ୍କ ଘର ନେମ୍‌ପ୍ଲେଟ୍‌ରେ

ମୁମ୍ବାଇ, ୨୦।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାକୁ ଇତିମଧ୍ୟରେ ୬ ଦିନ ବିତିଛି। ସୁଶାନ୍ତ ଏବଂ ତାଙ୍କ ଏକ୍ସ ଗର୍ଲଫ୍ରେଣ୍ଡ ଅଙ୍କିତା ଲୋଖଣ୍ଡେଙ୍କ ସମ୍ପର୍କକୁ ନେଇ ଏବେ ପୁଣି ଚର୍ଚ୍ଚା ଆରମ୍ଭ ହୋଇଛି। ଅଙ୍କିତା ସୁଶାନ୍ତ ଏବଂ ଅନ୍ୟ ଜଣେ ସାଙ୍ଗ ସନ୍ଦିପ ସିଂ ଲୋଖଣ୍ଡଓ୍ବାଲାରେ ଗୋଟିଏ ଘରେ ରହୁଥିଲେ। ପ୍ରତି ସପ୍ତାହ ଶେଷରେ ସେମାନେ ଲୋନଓ୍ବାଲା କିମ୍ବା ଗୋଆ ଲଙ୍ଗ୍‌ ଡ୍ରାଇଭ୍‌ରେ ଯାଉଥିଲେ। ଜୀବନଟା ସହଖୁସିରେ ବିତୁଥିଲା। ଟିଭି ସିରିଏଲ୍‌ ପବିତ୍ର ରିସ୍ତାରେ ସ୍ତ୍ରୀ-ସ୍ବାମୀ ଭାବେ ଅଭିନୟ କରୁକରୁ ଦୁହେଁ ଦୁହିଁଙ୍କୁ ଭଲ ପାଇବସିଥିଲେ। ପରେ ସମ୍ପର୍କରେ ଫାଟ ଆସିଥିଲା। ସୁଶାନ୍ତ ଅଲଗା ରହିବାକୁ ଆରମ୍ଭ କରିଥିଲେ। କିନ୍ତୁ ଅଙ୍କିତାଙ୍କ ଘରର ନେମ୍‌ପ୍ଲେଟ୍‌ରେ ଏବେ ବି ସୁଶାନ୍ତଙ୍କ ନାମ ଲେଖା ହୋଇରହିଛି। ଏହାକୁ ଅଙ୍କିତା ଲିଭାଇ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନା ପୋଷ୍ଟ, ନା ଲାଇକ, ନା କମେଣ୍ଟ, ଏବେ ସେନାକୁ ଇନଷ୍ଟାଗ୍ରାମରେ କେବଳ ରିଲ ଦେଖିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ସୋସିଆଲ ମିଡିଆ ବ୍ୟବହାର ସମ୍ପର୍କରେ ଏହାର ନୀତି ସଂଶୋଧନ କରିଛି। ନୂତନ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଅନୁଯାୟୀ, ସେନା ସୈନିକ ଏବଂ ଅଧିକାରୀମାନେ...

ଏଣିକି ଘରର ଝିଅ-ବୋହୂଙ୍କୁ ସ୍ମାର୍ଟଫୋନ୍‌ ମନା, ବ୍ୟବହାର କରିବେ ପୁରୁଷ

ଜୟପୁର,୨୫ା୧୨: ଏଣିକି ଘରର ଝିଅ-ବୋହୂ ବ୍ୟବହାର କରିପାରିବେନି ସ୍ମାର୍ଟଫୋନ୍‌। ମାତ୍ର ଏହାକୁ ଘରର ପୁରୁଷମାନେ ବ୍ୟବହାର କରିପାରିବେ। ଘରର ମହିଳାମାନେ କେବଳ କି-ପ୍ୟାଡ୍‌ ଫୋନ୍‌ ବ୍ୟବହାର...

ପ୍ରଭୁ ଯିଶୁଙ୍କ ଧରାବତରଣ, ଉତ୍ସବମୁଖର ଜି.ଉଦୟଗିରିର ଚର୍ଚ୍ଚ

ଜି.ଉଦୟଗିରି,୨୫/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ଉତ୍ସବ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ଆଜି ଅର୍ଥାତ ଡିସେମ୍ବର ୨୫ ତାରିଖରେ ସ୍ଥାନୀୟ ଅଞ୍ଚଳର ସମସ୍ତ...

‘ସେ ତେନ୍ଦୁଲକର ଥିଲେ…’ Vaibhav Suryavanshiଙ୍କୁ ଭାରତୀୟ ଟିମରେ ସ୍ଥାନ ଦିଆଯାଉ, BCCI ନିକଟରେ ବଡ଼ ଦାବି କଲେ ଥରୁର

ନୂଆଦିଲ୍ଲୀ,୨୫।୧୨: କଂଗ୍ରେସ ଏମପି ଶଶି ଥରୁର ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିଭାକୁ କିମ୍ବଦନ୍ତୀ ବ୍ୟାଟସମ୍ୟାନ ସଚିନ ତେନ୍ଦୁଲକରଙ୍କ ସହ ତୁଳନା କରିଛନ୍ତି। ଥରୁର BCCIକୁ ୧୪ ବର୍ଷୀୟ...

ସକାଳ ଜଳଖିଆ ନଖାଉଥିଲେ ସାବଧାନ! ମସ୍ତିଷ୍କ ଉପରେ….

ଏହା ବହୁ ଦିନ ଧରି ପ୍ରଚଳିତ ଏକ ପ୍ରବାଦ ଯେ ପୂର୍ଣ୍ଣ ଜଳଖିଆ ଖାଇବା ଉଚିତ। ଏହା ଶରୀରକୁ ସୁସ୍ଥ ରଖେ। ତଥାପି, ସାମ୍ପ୍ରତିକ ବର୍ଷଗୁଡ଼ିକରେ...

RCB ଖେଳାଳିଙ୍କ ବିରୋଧରେ ବୟସ ଜାଲିଆତି ଅଭିଯୋଗ, ସୂଚନା ପାଇଲା ବିସିସିଆଇ ଦୁର୍ନୀତି ନିବାରଣ ୟୁନିଟ

ନୂଆଦିଲ୍ଲୀ,୨୫।୧୨: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମ ଥର ପାଇଁ IPL ୨୦୨୫ରେ ଚାମ୍ପିଅନ ହୋଇଥିଲା। ଏବେ, ଫ୍ରାଞ୍ଚାଇଜ IPL ୨୦୨୬ପାଇଁ ପ୍ରସ୍ତୁତ ହେଉଛି। ଡିସେମ୍ବର ୧୬ରେ...

କୋଳି ଖାଇବାକୁ ଡାକି ନେଇ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ରାସ୍ତାରେ ବସିଲେ ବିଭିନ୍ନ ରାଜନୈତିକ ଦଳ

ଭଦ୍ରକ/ଚାନ୍ଦବାଲି,୨୫ା୧୨(ସନାତନ ରାଉତ/ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅନ୍ତର୍ଗତ ବାଲିଗାଁଠାରେ ୨ ଦିନ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା ଚାନ୍ଦବାଲି...

କମେଡିଆନ୍ ଗୁଲୁଆଙ୍କୁ ହତ୍ୟା ଧମକ, ଭିଡିଓ କରି କହିଲେ ଜୀବନ ପ୍ରତି ବିପଦ…

ଭୁବନେଶ୍ବର, ୨୫।୧୨: କମେଡିଆନ୍‌ ଗୁଲୁଆଙ୍କୁ ହତ୍ୟା ଧମକ । ସେ ନିଜେ ଏଭଳି ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି । ଏନେଇ ସେ ଆଜି ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri