Posted inଖେଳ

ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣି ଏମିତି ଥିଲା ଧୋନୀଙ୍କ ପ୍ରତିକ୍ରିୟା

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ସମସ୍ତଙ୍କ ଚକିତ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଜୀବନୀକୁ ନେଇ ନିର୍ମିତ ‘ଏମଏସ ଧୋନୀ ଦ ଅନଟୋଲ୍ଡ ଷ୍ଟୋରୀ’ରେ ଧୋନୀଙ୍କ ଭୂମିକାରେ ଅଭିନୟ କରି ଲକ୍ଷ ଲକ୍ଷ ଦର୍ଶକଙ୍କ ହୃଦୟ ଜିତିଥିଲେ। ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଧୋନୀ ଆଶ୍ଚର୍ଯ୍ୟ ଏବଂ ଦୁଃଖିତ ମଧ୍ୟ। ତାଙ୍କ ବ୍ୟବସାୟିକ ପରିଚାଳକ ତଥା ବନ୍ଧୁ ଅରୁଣ ପାଣ୍ଡେ କହିଛନ୍ତି, ସୁଶାନ୍ତଙ୍କ ମୃତ୍ୟୁ ଖବର ଶୁଣିବା ପରେ ଧୋନୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେ ବିଶ୍ୱାସ ମଧ୍ୟ କରିପାରି ନ ଥିଲେ।

୨୦୧୬ରେ ଧୋନୀଙ୍କ ଜୀବନୀ ଉପରେ ଆଧାରିତ ଚଳଚ୍ଚିତ୍ର ମୁକ୍ତିଲାଭ କରିଥିଲା।ଏହି ଚଳଚ୍ଚିତ୍ରରେ ଧୋନୀଙ୍କ ଭୂମିକାରେ ଅଭିନୟ କରିବାକୁ ସୁଶାନ୍ତ ପୂର୍ବତନ ଉଇକେଟ କିପର କିରଣ ମୋରେଙ୍କ ଠାରୁ କ୍ରିକେଟ ତାଲିମ ନେଇଥିଲେ। ଏହି ଫିଲ୍ମଟି ଏକ ବକ୍ସ ଅଫିସରେ ହିଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

ଅଭିଷେକ ଶର୍ମା- ଅକ୍ଷର ପଟେଲଙ୍କର ହେବ ଡୋପ୍‌ ଟେଷ୍ଟ, RTP ତାଲିକାରେ ସାମିଲ କଲା… 

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସିକ ପାଇଁ ଜାତୀୟ ଡୋପିଂ ବିରୋଧୀ ସଂସ୍ଥା (NADA) ପକ୍ଷରୁ ପଞ୍ଜିକୃତ ପରୀକ୍ଷଣ ପୁଲ (RTP)ର ନୂଆ ତାଲିକା ଜାରି କରାଯାଇଛି।…

ଟ୍ରମ୍ପ ଖେଳିଲେ ବଡ଼ ଗେମ୍! ୪୮ ଘଣ୍ଟା ପରେ ଖୋଲିଲା ହର୍ମୁଜ୍ ପ୍ରଣାଳୀ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ୍ ପ୍ରଣାଳୀରେ ଅବରୋଧ ହଟାଇବା ନେଇ ଘୋଷଣା କରିଛନ୍ତି। ଏକ ବିବୃତ୍ତିରେ ଟ୍ରମ୍ପ କହିଛନ୍ତି, “ଆମେ ଏବେ ଏହାକୁ ସମ୍ପୂର୍ଣ୍ଣ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

ସ୍କୁଲ୍‌ରେ ଅଘଟଣ, ପାଚେରୀ ଭୁଶୁଡ଼ି ଚାଲିଗଲା ୨ ଛାତ୍ରୀଙ୍କ ଜୀବନ

ପାରଳାଖେମୁଣ୍ଡି/ମୋହନା,୧୫।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ରା.ଉଦୟଗିରିରେ ଅଭାବନୀୟ ଘଟଣା । ସ୍କୁଲ ପାଚେରୀ ତଳେ ଚାପି ହୋଇ ଦୁଇ ଛାତ୍ରୀଙ୍କର ମୃତ୍ୟୁ ହୋଇଛି । ରା.ଉଦୟଗିରି ଥାନା ୠବୁଡିସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri