ସୁସ୍ଥ କେଶ ପାଇଁ ପିଆଜ ରସ

ଯଦି ଆପଣଙ୍କର କେଶ ପତଳା ହୋଇଥାଏ, ତେବେ ପିଆଜ ସାହାଯ୍ୟରେ କିପରି କେଶକୁ ମୋଟା କରିବେ ଜାଣନ୍ତୁ ଏ ସମ୍ପର୍କରେ କେତୋଟି ଟିପ୍ସ…

ପିଆଜ ରସରେ ଥିବା ସଲ୍‌ଫର କେଶକୁ ମୋଟା ଓ ଲମ୍ବା କରିବାରେ ସାହାଯ୍ୟ କରିଥାଏ।
ପିଆଜ ରସକୁ ହାତ ସାହାଯ୍ୟରେ ମୁଣ୍ଡରେ ଗୋଲ ଗୋଲ କରି ମସାଜ୍‌ କରନ୍ତୁ। ଏହାକୁ ମସାଜ୍‌ କରିବାର ଘଣ୍ଟାଏ ପରେ ଅଳ୍ପ ସାମ୍ପୋ ସାହାଯ୍ୟରେ ମୁଣ୍ଡକୁ ସଫା କରିଦିଅନ୍ତୁ। ଏପରି ସପ୍ତାହରେ ୨-୩ଥର କରନ୍ତୁ।
ପିଆଜ ତେଲ କେଶକୁ ମଜଭୁତ କରିବା ସହ ଝଡ଼ିବା ସମସ୍ୟା ଦୂର ହୋଇଥାଏ। ଏହାକୁ ପ୍ରସ୍ତୁତ କରିବାକୁ ହେଲେ ନଡ଼ିଆ ତେଲରେ ଛୋଟଛୋଟ ପିଆଜ ଖଣ୍ଡ ପକାଇ ଟିକେ ଫୁଟାଇ ଦିଅନ୍ତୁ। ଏହା ଫୁଟିଗଲା ପରେ ତାକୁ ଛାଣି ରଖିଦିଅନ୍ତୁ। ଏହି ତେଲ ଥଣ୍ଡା ହେଲା ପରେ ତାକୁ ମୁଣ୍ଡରେ ଲଗାଇ ହାଲୁକା ମସାଜ୍‌ କରନ୍ତୁ।
ପିଆଜ ରସରେ ଲେମ୍ବୁ ରସ, ଆମ୍‌ଲା ପାଉଡର ପକାଇ ଭଲଭାବେ ମିଶାନ୍ତୁ। ଏବେ ଏହି ପେଷ୍ଟକୁ କେଶରେ ଲଗାନ୍ତୁ। ଏବେ ଏହାକୁ ଅଧଘଣ୍ଟା ଛାଡ଼ି ଦିଅନ୍ତୁ। ଅଧଘଣ୍ଟା ପରେ କେଶକୁ ଥଣ୍ଡା ପାଣିରେ ଭଲ ଭାବେ ଧୋଇ ଦିଅନ୍ତୁ।
କେଶକୁ ସୁସ୍ଥ ଓ ମୋଟା ରଖିବାକୁ ହେଲେ ସପ୍ତାହରେ ଦୁଇଥର ପିଆଜ ଜୁସ୍‌ ପିଅନ୍ତୁ। ଆପଣ ପ୍ରଥମେ ଗୋଟିଏ ପିଆଜ ନେଇ ତାକୁ କାଟି ମିକ୍ସଚରରେ ଗ୍ରାଇଣ୍ଡିଂ କରିଦିଅନ୍ତୁ। ଏହା ପରେ ତାକୁ ଛଣାରେ ଛାଣି ସେଥିରେ ଲେମ୍ବୁ ରସ ମିଶାଇ ପିଅନ୍ତୁ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri