ସୁସ୍ଥ ହେଉଛନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିନେତା ବିଜୟ ମହାନ୍ତି। ଏବେ ଅପେକ୍ଷାକୃତ ଭାବେ ତାଙ୍କ ଅବସ୍ଥାରେ ସୁଧାର ଆସିଥିଲେ ହେଁ ଆଇସିୟୁରେ ଅଛନ୍ତି। ଅକ୍ସିଜେନ୍‌ ଚାଲୁ ରହିଛି। ତାଙ୍କର ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ରହିଛି।ହେଲେ ସେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରିବେ ବୋଲି ଆଶା କରୁଛି। ସୋସିଆଲ ମିଡିଆରେ ଅପପ୍ରଚାର କରାଯାଉଛି। ତାହା ଅତ୍ୟନ୍ତ ଖରାପ କଥା। କାହାର ଦେହ ଖରାପ ସମୟରେ ମଜା ଉଡ଼ାଇବା ଦୁଃଖଦ ବୋଲି ଶ୍ରୀତମ ଦାସ କହିଛନ୍ତି। ତେବେ ବିଜୟଙ୍କୁ ହୃଦଘାତ ହୋଇଥିବା ସ୍ତ୍ରୀ ତନ୍ଦ୍ରା ରାୟ ସୂଚନା ଦେଇଥିଲେ। ସେଥିପାଇଁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ପରେ ସାମାନ୍ୟ ସୁଧାର ଆସିବାରୁ ତାଙ୍କୁ ଆଇସିୟୁକୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ସଡ଼କ ପଥରେ ଯାତ୍ରୀଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ। ଯେ…

ସଂସ୍କୃତିକୁ ପ୍ରୋତ୍ସାହନ

ଓଡ଼ିଆ ଘରର ଗାଥା-ଗୌରବ, ଚାଲିଚଳଣି, ଖାଦ୍ୟ ପାନୀୟ, ପୋଷାକ ପରିଧାନ, ସଂସ୍କୃତି ଓ ପରମ୍ପରାକୁ ବିଶ୍ୱବିଦିତ କରିବା ଲକ୍ଷ୍ୟରେ ଏପ୍ରିଲ ପହିଲାରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳିତ…

ଯୁଦ୍ଧ ଓ ଶ୍ୱାସରୁଦ୍ଧ ସମ୍ବେଦନଶୀଳତା

ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା…

ବିଦ୍ୟୁତ୍‌ ଉପରେ ପଡ଼ୁଛି ଗ୍ୟାସ୍‌ ଚାପ

ଭୁବନେଶ୍ୱର,୧୩।୪(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିକୁ ନେଇ ରାଜ୍ୟରେ ଘରୋଇ ରନ୍ଧନ ଗ୍ୟାସ୍‌(ଏଲ୍‌ପିଜି)ର ସଙ୍କଟ ସୃଷ୍ଟି ହୋଇଛି। ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ଲୋକେ ଏଲ୍‌ପିଜି…

ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ

ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍‌ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…

ବିବାହ ସାରି ଫେରୁଥିବା ବେଳେ ଟ୍ରକକୁ ପିଟିଲା ବସ, ୬ ମୃତ, ୧୩ ଆହତ

ଧୌଲାନା,୧୩।୪: ରବିବାର ବିଳମ୍ବିତ ରାତିରେ ପ୍ରାୟ ୧ଟା ୩୦ ସମୟରେ ଉତ୍ତର ପ୍ରଦେଶର ଧୌଲାନା-ମସୁରୀ ରାସ୍ତାରେ ଅରବିନ୍ଦ ଡାଏରୀ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଓଜନ କମାଇବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ସହଜ ଉପାୟ

ବର୍ତ୍ତମାନ ଓଜନ ବୃଦ୍ଧି ବା ଓବେସିଟି ଅନ୍ୟତମ ପ୍ରମୁଖ ସମସ୍ୟା ଭାବରେ ଉଭା ହୋଇଛି। ବିଶେଷଭାବରେ ଯୁବପିଢ଼ି ଏହାର ଅଧିକ ସମ୍ମୁଖୀନ ହେଉଥିବାର ଦେଖିବାକୁ ମିଳୁଛି। ବିଶେଷଭାବରେ…

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri