Posted inଜାତୀୟ

ସୂର୍ଯ୍ୟ ପରାଗ ୨୦୨୦: ରାତି ୧୦ଟାରୁ ବନ୍ଦ ରହିବ ଚାରିଧାମର ମନ୍ଦିର

ଡେରାଡୁନ,୨୦।୬: ସୂର୍ଯ୍ୟପରାଗ ଦୃଷ୍ଟିରୁ ଉତ୍ତରାଖଣ୍ଡରେ ଥିବା ସମସ୍ତ ଚାରି ଧାମର ମନ୍ଦିର ଗୁଡିକ ଶନିବାର ରାତି ୧୦ଟାରୁ ରବିବାର ଅପରାହ୍ନ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଜଣାପଡିଛି। ବଦ୍ରିନାଥ-କେଦାରନାଓ ଓ ଗଙ୍ଗୋତ୍ରି- ଯମୁନୋତ୍ରି ଶନିବାର ରାତି ୧୦ଟାରୁ ବନ୍ଦ ରହିବ ବୋଲି ମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି। ବଦ୍ରିନାଥ ଧାମର ପୂଜକ ଭୁବନ ଚନ୍ଦ୍ର ଉନିୟାଲ କହିଛନ୍ତି, ଯଦିଓ ସୂର୍ଯ୍ୟପରାଗ ରବିବାର ହେଉଛି କିନ୍ତୁ ଏହାର ‘ସୁତକ’୧୨ ଘଣ୍ଟା ଆଗରୁ ଆରମ୍ଭ ହେଉଥିବାରୁ ଦେବନୀତି ବନ୍ଦ କରାଯାଇଥାଏ। ତେଣୁ ‘ସୁତକ’ ଶନିବାର ରାତି ୧୨ଟା ୨୫ରୁ ଆରମ୍ଭ ହୋଇ ରବିବାର ଅପରାହ୍ନ ୧ଟା ୫୩ ପର୍ଯ୍ୟନ୍ତ ରହୁଥିବାରୁ ଦେବନୀତି ବାରଣ କରାଯାଇଛି। ଏହା ସର୍ବମୋକ୍ଷ ହେବା ପରେ ରବିବାର ଅବରାହ୍ନ ୨ଟା ପରେ ମନ୍ଦିରକୁ ସଫା ସୁତୁରା କରି ପୂଜା କାର୍ଯ୍ୟ କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ୨୦୨୦ ମସିହାର ଏହା ପ୍ରଥମ ସୂର୍ଯ୍ୟ ପରାଗ। ଏଥିରେ ଏକ ଅଗ୍ନି ବଳୟ ଦୃଶ୍ୟମାନ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri