ସୂର୍ଯ୍ୟ ମନ୍ଦିର ପରିଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ପୁରୀ ଅଫିସ, ୨୫।୨(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ରାମ ଚନ୍ଦ୍ର ପ୍ରସାଦ ସିଂ ଶୁକ୍ରବାର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରରେ ବ୍ୟବହୃତ ଲୁହାବିମ୍‌ର ଅନୁଧ୍ୟାନ ହେବ ବୋଲି ସେ ସୂଚନା ଦେଇଛନ୍ତି।
ଆହୁରି ମଧ୍ୟ କହିଛନ୍ତି, ଏଥିରେ କଳଙ୍କି ନ ଲାଗିବାର କାରଣ ଖୋଜିବାର ଆବଶ୍ୟକତା ରହିଛି। ପ୍ରତ୍ନତତ୍ତ୍ୱ ବିଭାଗକୁ ଅନୁରୋଧ କରାଯିବା ସହିତ ଚିଠି ଲେଖିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ । ଗତକାଲି ରାତିରେ ଇକୋ ରିଟ୍ରିଟ ରାତ୍ରି ଯାପନ କରିବା ପରେ ଆଜି କୋଣାର୍କ ମନ୍ଦିର ପରିଦର୍ଶନ କରିଥିଲେ । ଆଜି ଇକୋ ରିଟ୍ରିଟରେ ବିଭିନ୍ନ ରାଜ୍ୟର ମନ୍ତ୍ରୀଙ୍କ ସହିତ ବୈଠକ କରିବା ନେଇ ସୂଚନା ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri