ସୂର୍ଯ୍ୟନାରାୟଣଙ୍କ ରଥଯାତ୍ରା ପାଇଁ ଦଶପଲ୍ଲାରୁ ଗଲା କାଠ

ନୟାଗଡ଼ ଅଫିସ,୨୩ା୯-କୋଣାର୍କ ସୂର୍ଯ୍ୟ ମନ୍ଦିରରେ ହେବାକୁ ଥିବା ସୂର୍ଯ୍ୟନାରାୟଣ ରଥଯାତ୍ରା ପାଇଁ ରବିବାର ଦଶପଲ୍ଲା ବନ ନିଗମରୁ କାଠ ପଠାଯାଇଛି। ସୌର ବାହ୍ମଣ ପରିଷଦ ଓଡ଼ିଶା ସଭାପତି ପଣ୍ଡିତ ରଘୁନାଥ ଦାଶ ଏବଂ ପଣ୍ଡିତ ମଣ୍ଡଳୀ ଦ୍ୱାରା ଗତ ଅଗଷ୍ଟ ୧୧ ତାରିଖରେ ରଥରେ ଲାଗିବାକୁ ଥିବା କାଠର ପୂଜାର୍ଚ୍ଚନା କରାଯାଇଥିଲା। ରବିବାର ଉକ୍ତ କାଠ ପଠା ଯାଇଛି। ନୟାଗଡ଼ ଶାକ ଦ୍ୱୀପ ବୈଦିକ ବାହ୍ମଣ ପରିଷଦ ଦ୍ୱାରା କୋଣାର୍କଠାରେ ସୂର୍ଯ୍ୟନାରାୟଣଙ୍କ ରଥ ଯାତ୍ରା ନିମନ୍ତେ ଦଶପଲ୍ଲା ବନ ନିଗମରୁ କାଠ ଯୋଗାଇ ଦିଆଯାଇଥିଲା।
ଯେ, ଆସନ୍ତା ଶାମ୍ବଦଶମୀଠାରୁ ତିନି ଦିନ ଧରି ସୂର୍ଯ୍ୟନାରାୟଣଙ୍କ ନବଗ୍ରହ ଯଜ୍ଞ ସହିତ ରଥଯାତ୍ରା ମାଘସପ୍ତମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ଦଶପଲ୍ଲ୍ଲା ଜଙ୍ଗଲ ବିଭାଗ ଅଧିକାରୀ, କର୍ପୋରେଶନ ଅଧିକାରୀ , ପରିଷଦର ସଭ୍ୟବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

କଳାହାଣ୍ଡିରେ ବିଦେଶୀ ଖବରଦାତା ଲୁଇସ୍ ଲାଫ୍ରାନ୍ସ

ଭବାନୀପାଟଣା, ୧୫।୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ସ୍ପେନର ବରିଷ୍ଠ ଖବରଦାତା, ଗବେଷକ ତଥା ବ୍ଲଗର ଲୁଇସ୍ ଲାଫ୍ରାନ୍ସ ପରିଦର୍ଶନରେ ଆସିଛନ୍ତି। ଏହି ଗସ୍ତ ସମୟରେ…

ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ କଲେ ପତାକା ଉତ୍ତୋଳନ

ଭବାନୀପାଟଣା, ୧୫/୮ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ରେ ୮୦ତମ ସ୍ୱାଧୀନତା ଦିବସ ଉତ୍ସାହ ଓ ଗରିମାର ସହ ପାଳିତ…

ସକାଳୁ ସକାଳୁ ଅଘଟଣ: ସ୍ବାଧୀନତା ଦିବସ ପାଳନ କରିବାକୁ ଆସୁଥିବାବେଳେ ଛାତ୍ରୀଛାତ୍ରଙ୍କୁ ପିଟିଲା କାର୍

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼-ବରପାଲି ରାସ୍ତାର ସରସରା ନିକଟରେ ଶନିବାର ସକାଳୁ ଏକ ସଡ଼କ ଦୁର୍ଘଟଣା ଘଟିଛି। ବିଦ୍ୟାଳୟକୁ ସ୍ବାଧୀନତା ଦିବସ ପାଳନ ପାଇଁ ସାଇକେଲ ଯୋଗେ ଆସୁଥିବା…

ପାଟଣା ବ୍ଲକ୍‌ସ୍ତରୀୟ ସ୍ୱାଧୀନତା ଦିବସ: ଦେଶ ସେବା ପାଇଁ ଆହ୍ୱାନ ଦେଲେ ବିଧାୟକ

ପାଟଣା, ୧୫/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଶନିବାର ପାଟଣା ମୁଖ୍ୟାଳୟ ଷ୍ଟାଡିୟମ୍‌ରେ ହର୍ଷୋଲ୍ଲାସର ସହ ପାଳିତ ହୋଇଯାଇଛି।…

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri