ସୂର୍ଯ୍ୟୋପରାଗ: ଗର୍ଭବତୀ ଏହିସବୁ ଦିଗ ପ୍ରତି ଦିଅନ୍ତୁ ଦୃଷ୍ଟି

୨୬ ତାରିଖ ସକାଳେ ଏକ ବିରଳ ସୂର୍ଯ୍ୟୋପରାଗ ସଂଘଠିତ ହେବ। ଏହା ଦକ୍ଷିଣ-ଭାରତର କେତେକ ଅଞ୍ଚଳରେ ପୂର୍ଣ୍ଣ ଭାବେ ଦେଖାଯିବାକୁ ଥିବାବେଳେ ଓଡ଼ିଶାରେ ଆଂଶିକ ଭାବେ ଦେଖାଯିବ। ଓଡ଼ିଶାରେ ଏହା ସକାଳ ୮ଟା ୨୦ମିନିଟ୍‌ରୁ ଆରମ୍ଭ ହୋଇ ପୂର୍ବାହ୍ନ ୧୧ଟା ୨୮ମିନିଟ୍‌ରେ ଶେଷ ହେବାକୁ ଥିବାବେଳେ ସକାଳ ୯ଟା ୪୬ ମିନିଟ୍‌ରେ ସର୍ବାଧିକ ପରାଗ ଦେଖାଯିବ। ତେବେ ଧର୍ମଶାସ୍ତ୍ର ଅନୁସାରେ ଏହି ସମୟରେ ପୂଜାର୍ଚ୍ଚନା ଆଦି କରିବାକୁ ବାରଣ କରାଯାଇଥାଏ। ଏହା ସହ ଗର୍ଭବତୀମାନଙ୍କୁ ଏହି ସମୟରେ ଅନେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡ଼ିଥାଏ। ଏହାର ଅନେକ ଆଧ୍ୟାତ୍ମିକ କାରଣ ରହିଥିବା ବେଳେ ବୈଜ୍ଞାନିକ କାରଣ ବି ରହିଛି। ତେବେ ଜାଣନ୍ତୁ ସୂର୍ଯ୍ୟୋପରାଗରେ ଗର୍ଭବତୀଙ୍କୁ କେଉଁ ସବୁ ଦିଗ ପ୍ରତି ଦୃଷ୍ଟି ଦେବାକୁ ହେବ।

ଧାରୁଆ ଅସ୍ତ୍ର ବ୍ୟବହାର ପ୍ରତି ସାବଧାନ
ପରାଗ ସମୟରେ ଗର୍ଭବତ୍ତୀ ମହିଳା ଛୁଞ୍ଚି, କତୁରୀ, ଛୁରି ଆଦି ଜିନିଷ ବ୍ୟବହାରଠାରୁ ଦୂରେଇ ରୁହନ୍ତୁ। ଏପରି କରିବା ଫଳରେ ପେଟରେ ଥିବା ଶିଶୁର ଅଙ୍ଗ ଉପରେ ପ୍ରଭାବ ପଡ଼ିବା ବିଶ୍ୱାସ ରହିଛି।

ଘରୁ ବାହାରକୁ ଯିବା ବାରଣ
ଗର୍ଭବତୀ ମହିଳା ଏହି ସମୟରେ ଘରୁ ବାହାରକୁ ଯିବା ଅନୁଚିତ। ଏହି ସମୟରେ ବାହାରକୁ ଯାଇ ପରାଗ ଦେଖିଲେ
ଶିଶୁର ଶାରୀରିକ ଓ ମାନସିକ ବିକାଶ ଉପରେ ପ୍ରଭାବ ପଡ଼ିଥାଏ।

ଖାଦ୍ୟ ଗ୍ରହଣ କରନ୍ତୁ ନାହିଁ
ଏହି ସମୟରେ ଗର୍ଭବତୀମାନେ ଖାଦ୍ୟ ଖାଆନ୍ତୁ ନାହିଁ। ପରାଗ ଲାଗିବା ସମୟରେ ସୂର୍ଯ୍ୟଙ୍କ କିରଣରେ ଖାଦ୍ୟ ପଦାର୍ଥ ବିଷାକ୍ତ ହୋଇଥାଏ।

ଅଧ୍ୟୟନ:
ଏହି ସମୟରେ ତୁଳସୀ ପତ୍ର ଧରି ହନୁମାନ ଚାଳିଶା କିମ୍ବା ଦୁର୍ଗାଙ୍କ ସ୍ତୁତି ଗାନ କରିବା ଭଲ।

ଗ୍ରହଣ ପରେ:

ଗ୍ରହଣ ପରେ ଗର୍ଭବତୀ ମହିଳାମାନେ ଗାଧୋଇବା ଜରୁରୀ। ନଚେତ୍‌ ପିଲାଠାରେ ଚର୍ମ ଜନିତ ସମସ୍ୟା ଦେଖା ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri