Posted inଫୁରସତ

ସୂର୍ଯ୍ୟୋପରାଗ ସମୟରେ ଗର୍ଭବତୀ ମହିଳାଙ୍କୁ ଦେବାକୁ ପଡ଼ିବ ବିଶେଷ ଧ୍ୟାନ: ଜାଣନ୍ତୁ କେଉଁଟି କରିବେ କେଉଁଟି ନାହିଁ

ଚଳିତ ବର୍ଷ ପ୍ରଥମ ସୂର୍ଯ୍ୟେପରାଗ ରବିବାରରେ ଅର୍ଥାତ ଜୁନ୍‌ ୨୧ରେ ପଡ଼ୁଛି। ଏହା ସକାଳ ୧୦.୧୪ ରୁ ଆରମ୍ଭ ହୋଇ ଅପରାହ୍ନ ୧.୩୮ରେ ଶେଷ ହେବ। ଏହି ସୂର୍ଯ୍ୟେପରାଗ ଭାରତରେ ମଧ୍ୟ ଦୃଶ୍ୟମାନ ହେବ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ସୂର୍ଯ୍ୟେପରାଗ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଗର୍ଭବତୀ ମହିଳାମାନଙ୍କୁ କିଛି କଥା ପ୍ରତି ବିଶେଷ ଯତ୍ନ ନେବାକୁ ପଡ଼ିବ। ଜାଣନ୍ତୁ ଗର୍ଭବତୀ ମହିଳାମାନେ କେଉଁ ସବୁ କଥା ପ୍ରତି ବିଶେଷ ଦୃଷ୍ଟି ଦେବା ଉଚିତ।

ଏହି ସମୟରେ ଗର୍ଭବତୀ ମହିଳାମାନେ ଇଶ୍ୱରଙ୍କୁ ଧ୍ୟାନ କରିବା ଉଚିତ ।

ସୂର୍ଯ୍ୟେପରାଗ ସମୟଠାରୁ ଶେଷ ପର୍ଯ୍ୟନ୍ତ ଗର୍ଭବତୀ ମହିଳାମାନେ ଘରେ ରହିବା ଉଚିତ୍‌ ଧାର୍ମିକ ବିଶ୍ୱାସ ଅନୁଯାୟୀ, ଏହି ସମୟରେ ଘରୁ ବାହାରକୁ ବାହାରିବା ସନ୍ତାନ ପ୍ରତି କ୍ଷତି ପହଞ୍ଚାଇଥାଏ।

ଏହି ସମୟରେ ଏକ ନଡ଼ିଆକୁ ପାଖରେ ରଖିବା ଉଚିତ । ଧାର୍ମିକ ବିଶ୍ୱାସ ଅନୁଯାୟୀ, ପରାଗ ସମୟଠାରୁ ଶେଷ ପର୍ଯ୍ୟନ୍ତ ପରିବେଶରେ ନକାରାତ୍ମକ ବୃଦ୍ଧି ପାଇଥାଏ, ଯାହା ପିଲାମାନଙ୍କ ଉପରେ ପ୍ରତିକୂଳ ପ୍ରଭାବ ପକାଇପାରେ। ଏହାକୁ ଏଡ଼ାଇବା ପାଇଁ ନଡ଼ିଆ ପାଖରେ ରଖିବା ଆବଶ୍ୟକ।

ଏହି ସମୟରେ ଗର୍ଭବତୀ ମହିଳାମାନେ ପୋଷାକ ସିଲେଇ କରିବା ଉଚିତ ନୁହେଁ ।

ଗର୍ଭବତୀ ମହିଳାମାନେ ସୂର୍ଯ୍ୟେପରାଗ ଦେଖିବା ଉଚିତ ନୁହେଁ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ସୂର୍ଯ୍ୟୋପରାଗ ପିଲାଙ୍କ ପାଇଁ ଭଲ ନୁହେଁ। ଯଦି ଆପଣ ଗର୍ଭବତୀ ଅଛନ୍ତି, ତେବେ ସୂର୍ଯ୍ୟେପରାଗ ଦେଖିବା ଆପଣଙ୍କ ପାଇଁ କ୍ଷତିକାରକ ହୋଇପାରେ।

ଏହି ସମୟରେ ଗର୍ଭବତୀ ମହିଳାମାନେ କିଛି ଖାଇବା ଉଚିତ ହୋଇ ନ ଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri