Posted inଜାତୀୟ

ସେଓ ବଗିଚାରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୫।୯: ଦକ୍ଷିଣ କଶ୍ମୀରରେ ଥିବା ‘ଗୋଲ୍ଡେନ’ ଭେରାଇଟିର ସେଓ ବଗିଚାରେ ନିଆଁ ଲଗାଇ ଦେଇଛନ୍ତି ଆତଙ୍କବାଦୀ। କଶ୍ମିରୀବାସୀଙ୍କ ଅର୍ଥନୀତିକ ମେରୁଦଣ୍ଡ ଭାଙ୍ଗିବାକୁ ଆତଙ୍କବାଦୀମାନେ ଏଭଳି କାମ କରିଥିବା ଜଣାପଡିଛି। ଏହାଦ୍ୱାରା ସେଓ ମାଲିକଙ୍କୁ ୩-୪ଲକ୍ଷ ଟଙ୍କା କ୍ଷତି ସହିବାକୁ ପଡିଛି। କେବଳ ଏତିକି ନୁହେଁ, ଶୋପିଆନର କାନି ଗ୍ରାମରେ ଥିବା ପଞ୍ଚାୟତ କୋଠାକୁ ମଧ୍ୟ ଆତଙ୍କବାଦୀମାନେ ପୋଡି ଦେଇଛନ୍ତି। ସ୍ଥାନୀୟ ଲୋକଙ୍କୁ ଦୋକାନ ନ ଖୋଲିବା ପାଇଁ ଆତଙ୍କବାଦୀମାନେ ଧମକ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ବୈତରଣୀ-କୋଚିଳା ସଙ୍ଗମସ୍ଥଳରେ ନାହଁ ଘେରିବନ୍ଧ: ପ୍ରତିବର୍ଷ ବନ୍ୟା ଦୁର୍ଦ୍ଦଶା ଭୋଗୁଛନ୍ତି ୩ ପଞ୍ଚାୟତର ୧୦ ହଜାରରୁ ଅଧିକ ଲୋକ

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବୈତରଣୀ ଓ କୋଚିଳା ନଦୀର ସଙ୍ଗମସ୍ଥଳ ଗାନ୍ଧୀଘାଟ ଶାସନ ପ୍ରତିବର୍ଷ ବନ୍ୟା ବିଭୀଷିକାର ଶିକାର ହେଉଛି।…

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri