ସେନା ପୋଷାକରେ ଆମିର

ମୁମ୍ବାଇ: ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଭାବେ ପରିଚିତ ଆମିର ଖାଁ ନିକଟରେ ସେନା ପୋଷାକରେ ନଜର ଆସିଛନ୍ତି। ସବୁବେଳେ ନିଜ କାମକୁ ଶହେ ପ୍ରତିଶତ ଦେବାକୁ ଚେଷ୍ଟା କରୁଥିବା ଆମିର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଲାଲ ସିଂ ଚଢା’ର ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହାକୁ ନେଇ ବିଭିନ୍ନ ସମୟରେ ଆମିର ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ଏଥର ଆମିର ସେନା ପୋଷାକରେ ନଜର ଆସିବା ପରେ ତାଙ୍କର ହି ଫଟୋ ସାସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ସେ ଜଣେ ଫ୍ୟାନଙ୍କ ସହ ସେଲ୍‌ଫିରେ ନଜର ଆସିଛନ୍ତି। ପୂର୍ବ ଅପେକ୍ଷା ତାଙ୍କର ଲୁକ୍‌ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଏଥିରେ ସେ କ୍ଲିନ୍‌ ସେଭ୍‌ରେ ଅଛନ୍ତି। ପୂର୍ବରୁ ଆମିର ଏହି ଫିଲ୍ମର ଏକ ଫଟୋରେ ଦାଢି ଓ ପଗଡିରେ ନଜର ଆସିଥିଲେ ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?