Posted inଜାତୀୟ

ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ: ପାଇଲଟ ସୁରକ୍ଷିତ

ଜମ୍ମୁ,୩।୨: ଜମ୍ମୁ-କଶ୍ମୀରରେ ସୋମବାର ସକାଳ ପ୍ରାୟ ୧୧ଟା ୧୫ରେ ସେନାର ଏକ ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଥିବା ୨ ପାଇଲଟ ସୁରକ୍ଷିତ ବାହାରି ଆସିଥିବା ସୂଚନା ମିଳିଛି। ଏହା ଜମ୍ମୁ-କଶ୍ମୀରର ରିଆସି ଜିଲାରେ ହୋଇଥିବା ସୂଚନା ମିଳିଛି। ହେଲେ ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri