ସେପ୍ଟେମ୍ବର ସୁଦ୍ଧା ନିଯୁକ୍ତି ହରାଇବେ ୪ କୋଟି

ମୁମ୍ବାଇ,୨୬।୪: ସରକାର ନିକଟରେ ଲକ୍‌ଡାଉନକୁ ଆଂଶିକ ଭାବେ ହଟାଇଛନ୍ତି। ଦେଶର ପ୍ରାୟ ୬୦% କମ୍ପାନୀ ଏବେ କାରବାର ଆରମ୍ଭ କରିବା ନେଇ ସ୍ଥିତି ସୁଧୁରିଛି ବୋଲି ନୋମୁରା ହୋଲ୍ଡିଂ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଏଜେନ୍ସି ପକ୍ଷରୁ କୁହାଯାଇଛି ଯେ, ଆର୍ଥତ୍କ ବର୍ଷ ଆରମ୍ଭ ହେବା ବେଳୁ ହିଁ କମ୍ପାନୀଗୁଡିକର ଉତ୍ପାଦନ ଉପରେ ଶକ୍ତ ଧକ୍କା ଲାଗିଛି। ସ୍ଥିତି ଶୀଘ୍ର ସୁଧୁରିବା ନେଇ ଏବେ କହି ହେଉନାହିଁ। ଆଗାମୀ ୬ ମାସ ଯାଏ କମ୍ପାନୀଗୁଡିକରେ ଶ୍ରମିକ ଅଭାବ ସମସ୍ୟା ଦେଖାଯିବ। କାରଣ ବର୍ତ୍ତମାନ ଲୋକମାନେ କରୋନା ପାଇଁ ନିଜ ଘରକୁ ଫେରିଆସିଛନ୍ତି। ସେପ୍ଟେମ୍ବର ସୁଦ୍ଧା ପ୍ରାୟ ୪ କୋଟି ଲୋକ ବେକାର ହେବେ ବୋଲି ଏହି ଏଜେନ୍ସି ଆକଳନରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri