ସେଲିବ୍ରିଟିଙ୍କ ଟାଟୁ

* ବିଶ୍ୱ ସୁନ୍ଦରୀ ପ୍ରିୟଙ୍କା ଚୋପ୍ରା ନିଜ ହାତରେ ଟାଟୁ ବନେଇ ଲେଖିଛନ୍ତି ‘ଡାଡିସ୍‌ ଲିଲ୍‌ ଗର୍ଲ’। ନିଜ ବାପାଙ୍କ ଉଦ୍ଦେଶ୍ୟରେ ସେ ଏହି ଟାଟୁ ବନେଇଛନ୍ତି।
* ସେହିଭଳି ଅଭିନେତ୍ରୀ ଆଲିଆ ଭଟ୍ଟ ନିଜ ବେକ ମୂଳରେ ହିନ୍ଦୀ ଅକ୍ଷରରେ ଟାଟୁ ବନେଇ ଲେଖିଛନ୍ତି ‘ପଟାକା’।
* ଅଭିନେତା ରଣବୀର କପୁର କଚଟି ତଳେ ଦେବନଗରୀ ଲିପିରେ ଲେଖିଛନ୍ତି ‘ଆଓ୍ବାରା’।
* କଙ୍ଗନା ରନୌତ ପଛ ବେକ ମୂଳରେ ଏକ ଆର୍ଟିଷ୍ଟିକ ଟାଟୁ ବନେଇଛନ୍ତି ଯେଉଁଥିରେ ପକ୍ଷୀର ଡେଣା, ଏକ ଖଣ୍ଡା ଏବଂ ଏକ ମୁକୁଟର ସଂକେତ ରହିଛି।
* ଅର୍ଜୁନ କପୁର ନିଜ ମା’ ଙ୍କ ଉଦ୍ଦେଶ୍ୟରେ କଚଟିରେ ହିନ୍ଦୀ ଅକ୍ଷରରେ ‘ମା’ ଲେଖାଥିବା ଏକ ଟାଟୁ ବନେଇଛନ୍ତି।
* ଭଗବାନ ଶିବଙ୍କ ଏକ ବିଶାଳ ଟାଟୁ ନିଜ ଛାତିରେ ବନେଇଛନ୍ତି ଅଭିନେତା ଅଜୟ ଦେବଗନ।
* ଅଭିନେତା ଶେଫ୍‌ ଅଲ୍ଲୀ ଖାନ୍‌ ନିଜ ହାତରେ ପତ୍ନୀ କରିନାଙ୍କ ନାଁର ଟାଟୁ ବନେଇ ଏକଦା ବେଶ୍‌ ଚର୍ଚ୍ଚାରେ ଥିଲେ।
* ସେହିଭଳି ଦୀପିକା ପାଦୁକୋନ ପଛ ବେକ ମୂଳରେ ବନେଇଥିବା ‘ଆର୍‌ କେ’ ଟାଟୁ ମଧ୍ୟ ବେଶ୍‌ ଚର୍ଚ୍ଚାରେ ଥିଲା।
* ଆକ୍ସନ ଷ୍ଟାର ଅକ୍ଷୟ କୁମାର ନିଜ ପିଠିରେ ପୁଅ ‘ଆରଭ’ଙ୍କ ନାଁ ର ଟାଟୁ ବନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

ଋଷିଙ୍କୁ ମନେପକାଇଲେ ନୀତୁ

ମୁମ୍ବାଇ: ଅଭିନେତା ଋଷି କପୁରଙ୍କ ଚତୁର୍ଥ ଶ୍ରାଦ୍ଧବାର୍ଷିକୀ ମଙ୍ଗଳବାର ପାଳିତ ହୋଇଯାଇଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଏହି ଭେଟେରାନ ଅଭିନେତାଙ୍କର ଦେହାନ୍ତ ହେବାରେ ଇତି ମଧ୍ୟରେ ୪...

ଏହି ଯୁବ କ୍ରିକେଟରଙ୍କୁ ନେଇ ମନର କଥା କହିଲେ ଶାହାରୁଖ

ମୁମ୍ବାଇ,୩୦।୪: କୋଲକାତା ନାଇଟ ରାଇଡର୍ସ ମାଲିକ ଶାହରୁଖ ଖାନ ଆସନ୍ତା ଟି -୨୦ ବିଶ୍ୱକପରେ ତାଙ୍କ ଦଳର ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂଙ୍କୁ ଭାରତୀୟ ଦଳରେ...

ପୁଅ ଅଭ୍ୟାନଙ୍କ ସହ ୱାର୍କଆଉଟ୍‌ କଲେ ଦିୟା

ମୁମ୍ବାଇ: ବଲିଉଡ୍‌ର ଷ୍ଟାର୍‌ ଅଭିନେତ୍ରୀମାନଙ୍କ ମଧ୍ୟରୁ ଦିୟା ମିର୍ଜା ଅନ୍ୟତମ। ସେ ନିଜର ନିଖୁଣ ଅଭିନୟ ଦ୍ୱାରା ବହୁବାର ଦର୍ଶକଙ୍କ ପ୍ରଶଂସା ସାଉଁଟିବାରେ ସଫଳ ହୋଇଛନ୍ତି। ମିସ୍‌...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri