ସେଲୁନ୍‌ ଖୋଲିବାର ପ୍ରଶ୍ନ ଉଠୁନାହିଁ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୫।୪: କରୋନା ଭାଇରସ ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଏହା ଜୁନ୍‌ ୩ରେ ଶେଷ ହେବ ବୋଲି ଘୋଷଣା କରାଯାଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର ଲକ୍‌ଡାଉନ୍‌ ନିୟମରେ କିଛିଟା କେହଳ କରିଛନ୍ତି। ପୂର୍ବରୁ କେବଳ ଜରୁରୀ ଆବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ମିଳିଥିବା ବେଳେ ଏବେ ଆଉ କିଛି ଦୋକାନ ଖୋଲିବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ହେଲେ ଏହି ସମୟରେ ଗାଁ ହେଉ ଅବା ସହର କେଉଁଠି ବି ହେୟାର ସେଲୁନ ଖୋଲିବାର ପ୍ରଶ୍ନ ଉଠୁ ନାହିଁ ବୋଲି କହିଛନ୍ତି, ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂର୍ଣ୍ଣ୍ୟ ସଲିଳା ଶ୍ରୀବାସ୍ତବ। ସେ କହିଛନ୍ତି ସରକାରଙ୍କ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ ମଦ, ଗୁଟଖା, ପାନ ମସଲା ଆଦି ବିକ୍ରି ଉପରେ ମଧ୍ୟ କଟକଣା ରହିଛି। କେନ୍ଦ୍ର ସରକାର ଏପ୍ରିଲ ୨୫ ପରେ କିଛି ଦୋକାନ ଖୋଲିବାକୁ ଅନୁମତି ପ୍ରଦାନ କରିଥିବା ବେଳେ ବାର୍‌ ଏବଂ କ୍ଳବ ବନ୍ଦ ରହିବ ବୋଲି କହିଛନ୍ତି। ସେହିପରି ହଟସ୍ପଟ ଓ କଣ୍ଟେନମେଣ୍ଟ ଜୋନ୍‌ରେ ପୂର୍ବ ନିର୍ଦ୍ଧାରିତ ପ୍ରତିବନ୍ଧକ ମଧ୍ୟ ଜାରି ରହିବ। ତେବେ ଗାଁରେ ଅଧିକାଂଶ ଦୋକାନ ଖୋଲିବାକୁ ଅନୁମତି ମିଳିଥିବା ବେଳେ ସହରରେ କିନ୍ତୁ ଶପିଂ ମଲ ଖୋଲିବ ନାହିଁ ବୋଲି ସ୍ପଷ୍ଟ କରାଯାଇଛି। ତେବେ ଅନ୍‌ ଲାଇନରେ ଜରୁରୀ ଆବଶ୍ୟକ ସାମଗ୍ରୀ ମିଳିପାରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ: ବ୍ରେନ୍ ଷ୍ଟ୍ରୋକ୍ ସ୍ୱାମୀଙ୍କୁ ପିଠିରେ ବୋହି ମେଡିକାଲ୍ ଆଣିଲେ ପତ୍ନୀ, ଭାଇରାଲ୍ ହେଉଛି କରୁଣ ଚିତ୍ର

ମୁମ୍ବାଇ,୮ା୬: ମହାରାଷ୍ଟ୍ରର ଆକୋଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ସ୍ତ୍ରୀ ତାଙ୍କ ସ୍ୱାମୀଙ୍କୁ ପିଠିରେ ବୋହି ଡାକ୍ତରଖାନା ନେଇଥିଲେ । ସ୍ୱାମୀଙ୍କୁ ବ୍ରେନ୍…

ଓପିଏସସି ପରୀକ୍ଷାରେ ଫିଲ୍ମ ଷ୍ଟାଇଲ୍‌ରେ କପି କରୁଥିଲେ ପରୀକ୍ଷାର୍ଥୀ; ପ୍ୟାଣ୍ଟରେ ଫୋନ, କାନରେ ଇୟରବଡ ଲଗାଇ…

କଟକ,୮ା୬(ପ୍ରଭୁ କଲ୍ୟାଣ ପାଲ୍): ଓପିଏସସି ପରୀକ୍ଷାରେ କପି କରିବାର ନିଆରା ଅନ୍ଦାଜ ।ଓପିଏସ୍‌ସି ପରୀକ୍ଷାରେ କପି କରି ଗିରଫ ହେଲେ ପରୀକ୍ଷାର୍ଥୀ । ଫିଲ୍ମ ଷ୍ଟାଇଲ୍‌ରେ କପି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବୃଦ୍ଧ ମୃତ, ୩ ଗୁରୁତର

ଆଳି, ୮।୬ (ବନମାଳୀ ସେନାପତି): କଟକ–ଚାନ୍ଦବାଲି ମୁଖ୍ୟ ରାସ୍ତାର ଆଳି ନିଆଳ ହାଟ ଛକ ନିକଟରେ ରବିବାର ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଏକ…

କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ…

ଅଷ୍ଟମ ଦିନରେ ପହଞ୍ଚିଲା ଡଭା ସୋସାଇଟି ଚାଷୀଙ୍କ ଆମରଣ ଅନଶନ, ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ୪….

ଝାରବନ୍ଧ,୮ା୬(ଦେବେନ୍ଦ୍ର ସାହୁ ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନର୍ଗତ ଡଭା ଆଞ୍ଚଳିକ କୃଷକ ସଂଗଠନ ତରଫରୁ ଚାଷୀଙ୍କ ଆମରଣ ଅନଶନ ଜାରି ରହିଛି । ଟୋକନ…

ମହିଳାଙ୍କ ଆକସ୍ମିକ ମୃତ୍ୟୁ, ଶୋକାକୁଳ ପରିବେଶରେ ଗାଁ ଶ୍ମଶାନରେ ଜଳିଲା ଜୁଇ

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧଖଣ୍ଡି ଗ୍ରାମର ସଚଳା ରାଉତ(୩୫)ଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୋମବାର ସକାଳେ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ପଡ଼ୋଶୀ, ଶିଶୁପୁତ୍ରକୁ ବିଷ ଦେଇ ମାରିବାକୁ ଚେଷ୍ଟା!

ସାଲେପୁର,୮ା୬(ଅରବିନ୍ଦ ଭୂୟାଁ): ସମ୍ପତ୍ତି ଲୋଭରେ ଛୋଟ ଶିଶୁପୁତ୍ରକୁ ବିଷ ଖୁଆଇ ମାରିବାକୁ ଉଦ୍ୟମ କରାଯାଇଛି । କଟକ ଜିଲା ସାଲେପୁର ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri