ହାଟଡ଼ିହୀ,୮।୬(ଡି.ଏନ୍.ଏ.): ନରେନ୍ଦ୍ରନାଥ ଚାରିଟେବୁଲ ଟ୍ରଷ୍ଟ ଦ୍ୱାରା ପରିଚାଳିିତ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଚଣ୍ଡିଆବିରଞ୍ଚିପୁରସ୍ଥିତ ସେଣ୍ଟ୍ ଜାଭିୟର୍ସ ହାଇସ୍କୁଲର ୪ ଜଣ ଛାତ୍ର ବୃତ୍ତି ପରୀକ୍ଷା ପାଇଁ ମନୋନୀତ ହୋଇଛନ୍ତି। ସେମାନେ ହେଲେ କୌଶୁଭ ପଣ୍ଡା, ଶୁଭମ ଶାଶ୍ୱତ ସେନାପତି, ଆଦିତ୍ୟ ନାରାୟଣ ସ୍ବାଇଁ, ପ୍ରୀତି ରଞ୍ଜନ ପାଢ଼ୀ। ଏ ନେଇ ସ୍କୁଲ ପକ୍ଷରୁ ସୂଚନା ମିଳିଛି।
ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ
ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍ଏସ୍ଏସ୍ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…
ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ
ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍…
ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍, ପଛରୁ ପିଟିଲା ଆଉ ଏକ ଟ୍ରକ୍, ଚାପିହୋଇଗଲେ ୩ ଜଣ
ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…
ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..
ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…
ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…
ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…
ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍ ନିକଟରେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍…
Archives

