ସୈଫ୍‌ଙ୍କୁ ଧୋକାବାଜ୍‌ କହିଲେ କାଜୋଲ

ବଲିଉଡ୍‌ ଅଭିନେତ୍ରୀ କାଜୋଲ ଏବେ ନିଜ ଆଗାମୀ ଫିଲ୍ମ ‘ତାହ୍ନାଜୀ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମରେ ସେ ସ୍ବାମୀ ଅଜୟ ଦେବଗନଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିବେ। ଫିଲ୍ମର ଟ୍ରେଲର ରିଲିଜ୍‌ ପରେ ଅଜୟ ଏବଂ କାଜୋଲଙ୍କ ଯୋଡିକୁ ବେଶ୍‌ ପ୍ରସନ୍ଦ କରିଛନ୍ତି ଦର୍ଶକ। ଏବେ ଫିଲ୍ମ ପ୍ରମୋଶନକୁ ନେଇ ବ୍ୟସ୍ତ ଅଛନ୍ତି କାଜୋଲ। ଏସବୁ ଭିତରେ କାଜୋଲ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଟୁଇଟରରେ ଧୋକାବାଜ୍‌ କହିଛନ୍ତି। ଏହାସହ ସେ କହିଛନ୍ତି, ପ୍ରଥମେ ଓମକାରା ଫିଲ୍ମ ସମୟରେ ଏବେ ‘ତାହ୍ନାଜୀ’ ପ୍ରମୋଶନରେ ଧୋକା ଦେଲ। ‘ତାହ୍ନାଜୀ’ ଫିଲ୍ମରେ ସୈଫ୍‌ ଅଭିନୟ କରିଛନ୍ତି। କିନ୍ତୁ ଫିଲ୍ମର ଶୁଟିଂ ପରେ ନିଜ ପରିବାର ସହ ସୁରଇଜରଲାଣ୍ଡରେ ଛୁଟି କାଟିବାକୁ ଯାଇଛନ୍ତି ସୈଫ୍‌। ଫିଲ୍ମ ପ୍ରମୋଶନ ନ କରି ସୈଫ୍‌ ଛୁଟି କାଟିବାକୁ ପସନ୍ଦ କରିନାହାନ୍ତି କାଜୋଲ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?