Posted inଜାତୀୟ

ସୋନିଆଙ୍କୁ ଭେଟିଲେ ଏଏପି ବିଧାୟିକା ଅଳକା

ନୂଆଦିଲ୍ଲୀ,୩।୯: ଏଏପିର ବିଦ୍ରୋହୀ ବିଧାୟିକା ଅଳକା ଲମ୍ବା ମଙ୍ଗଳବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ୧୦ ଜନପଥରେ ଥିବା ସୋନିଆଙ୍କ ଘରେ ସେ ତାଙ୍କୁ ଭେଟିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, କିଛିଦିନ ହେବ ଏଏପିର ଏହି ଅସନ୍ତୁଷ୍ଟ ବିଧାୟିକା ଦଳ ଛାଡି ନ ଥିବା ବେଳେ ସେ କଂଗ୍ରେସରେ ଯୋଗ ଦେଇ ପାରନ୍ତି ବୋଲି ଆଲୋଚନା ହେଉଥିଲା। ଆଉ ଏବେ ସେ ସୋନିଆଙ୍କୁ ସାକ୍ଷାତ୍‌ କରିବା ପରେ ତାଙ୍କ କଂଗ୍ରେସ ଯୋଗଦାନକୁ ନେଇ ଚର୍ଚ୍ଚା ଯୋର ଧରିଛି। ଏଏପିର ଏହି ଗ୍ଲାମରସ ବିଧାୟିକା ଅଧିକାଂଶ ସମୟରେ ଚର୍ଚ୍ଚାରେ ରହି ଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri