Posted inଜାତୀୟ

ସୋମବାର ଇଦ୍‌

ନୂଆଦିଲ୍ଲୀ,୨୪।୫: ଭାରତରେ ଇଦ୍‌ ଉଲ୍‌-ଫିତର ସୋମବାର ପାଳିତ ହେବ। ଶନିବାର ଆକାଶରେ ଚନ୍ଦ୍ର ଦେଖା ନ ଦେବାରୁ ୨୫ରେ ଇଦ୍‌ ପାଳନ ଲାଗି ଦିଲ୍ଲୀ ଜାମା ମସ୍‌ଜିଦର ଶାହି ଇମାମ ଅହମଦ ଶାହ ବୁଖାରୀ ଘୋଷଣା କରିଛନ୍ତି। ତେବେ କରୋନା ମହାମାରୀ ଏବଂ ଲକ୍‌ଡାଉନ ଯୋଗୁ ଘରେ ରହି ଇଦ୍‌ ନମାଜ ପାଠ କରିବାକୁ ବୁଖାରୀ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ଧର୍ମୀୟ ସମାବେଶକୁ ନିଷଦ୍ଧ କରାଯାଇଥିବାରୁ ପ୍ରଥମ ଥର ମସ୍‌ଜିଦରେ ସମୂହ ଇଦ୍‌ ନମାଜ ପାଠ ହେବନାହିଁ। ଇଦ୍‌ ପାଳନ ସମୟ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri