ସୋମବାରଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୭ା୭- ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହେବ। ସେହିପରି ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସମାନ ଦିନରେ ଆରମ୍ଭ ହେଉଛି। ପରୀକ୍ଷା ପରିଚାଳନା ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ବୋର୍ଡ ସଭାପତି ଡ. ଜହଁାଆରା ବେଗମ କହିଛନ୍ତି। ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଜୁଲାଇ ୮ରୁ ୧୪ ତାରିଖ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦ୍ୱିତୀୟ ପର୍ଯ୍ୟାୟ ଜୁଲାଇ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୨୨ଟି ପରୀକ୍ଷା କେନ୍ଦ୍ରରେ ୨୭,୬୧୬ ଜଣ ସପ୍ଲିମେଣ୍ଟାରୀ ପରୀକ୍ଷାର୍ଥୀ ଓ ୫୫ଟି ପରୀକ୍ଷା କେନ୍ଦ୍ରରେ ୯୦୩୩ଜଣ ପରୀକ୍ଷାର୍ଥୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଦେବେ। ପରୀକ୍ଷା ପ୍ରତିଦିନ ସକାଳ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ହେବ। କେବଳ ଗଣିତ ପରୀକ୍ଷା ନିମନ୍ତେ ୧୫ମିନିଟ ଅଧିକ ସମୟ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri