ସୋମବାରଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ବସ୍‌ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍‌ରେ ନିଜର ବସ୍‌ ସେବା ଆରମ୍ଭ କରାଯିବ। ମୋଟ୍‌ ୯୬ ବସ୍‌କୁ ନେଇ ଓଏସ୍‌ଆରଟିସି ନିତିଦିଦିଆ ଜନସାଧାରଣଙ୍କୁ ଏହି ସେବା ଯୋଗାଇବ। ଏହି ସେବା ୨୨ ସହରର ସାଧାରଣ ଜନତାଙ୍କ ରାଜଧାନୀ ସହ ଯୋଡ଼ିବ। ସମୟାନୁକ୍ରମେ ଅଧିକରୁ ଅଧିକ ରୁଟ୍‌ରେ ଓଏସ୍‌ଆରଟିସିର ବସ୍‌ ଚଳାଚଳ କରିବ ବୋଲି ଓଏସ୍‌ଆରଟିସି ମୁଖ୍ୟପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଗଲା ନାମ! ସୂର୍ଯ୍ୟକୁମାର ଯାଦବଙ୍କ ପରେ, ଏହି ଖେଳାଳି ହେବେ ଟିମ ଇଣ୍ଡିଆର T20 ଅଧିନାୟକ

ନୂଆଦିଲ୍ଲୀ,୧୯।୪: ଭାରତୀୟ କ୍ରିକେଟ ଦଳର ନୂତନ T-20 ଅଧିନାୟକ କିଏ ହେବେ? ସୂର୍ଯ୍ୟକୁମାର ଯାଦବ ଅଧିନାୟକ ପଦ ଛାଡିବା ପରେ – କିମ୍ବା ଯଦି ଭାରତୀୟ ଚୟନକର୍ତ୍ତାମାନେ…

ସରକାରୀ ଆଇଟିଆଇ ପ୍ରିନ୍ସିପାଲଙ୍କ ନାଁରେ ଯୌନ ନିର୍ଯାତନା ଅଭିଯୋଗ ଆଣିଲେ ଅନାଥ ନାବାଳିକା, ମାସେ ହେଲା ଜୋର୍‌ ଜବରଦସ୍ତ…

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାରେ ସରକାରୀ ଆଇଟିଆଇରେ ପଢୁଥିବା ଶିଶୁ ଗୃହ ସପୋର୍ଟର ଜଣେ ଅନାଥ ନାବାଳିକା ଆଇଟିଆଇର ପ୍ରିନ୍ସିପାଲଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ…

ଦେବଗଡ଼ରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ, ଏତିକି ଦିନ ରହିବ ବନ୍ଦ

ଦେବଗଡ଼,୧୯ା୪(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଜାରି ରହିଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗରମକୁ ଦୃଷ୍ଟିରେ ରଖି ଦେବଗଡ଼ ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ କବୀନ୍ଦ୍ର କୁମାର…

ଘରୁ ବାହାରକୁ ଯାଉଥିଲେ ଯୁବକ, ହଠାତ୍‌ ତାଙ୍କ ଉପରକୁ ଲମ୍ଫ ମାରିଲା ଜଙ୍ଗଲୀ ବାର୍‌ହା

ପାରଳାଖେମୁଣ୍ଡି,୧୯ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ତରଙ୍ଗଡ଼ା ପଞ୍ଚାୟତ ଦେବଗିରି ରେଞ୍ଜ ଅନ୍ତର୍ଗତ ତାମସିଂ ଗ୍ରାମରେ ବାର୍‌ହା ଆକ୍ରମଣରେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହାତ…

‘ଭାରତ-ଇରାନ ସମ୍ପର୍କ ୫,୦୦୦ ବର୍ଷ ପୁରୁଣା’: ହର୍ମୁଜରେ ଭାରତୀୟ ଜାହାଜ ଉପରେ ଗୁଳିଚାଳନା ପରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି କ’ଣ କହିଲେ? ଜାଣନ୍ତୁ…

ତେହରାନ/ନୂଆଦିଲ୍ଲୀ,୧୯।୪: ଭାରତରେ ଇରାନର ସର୍ବୋଚ୍ଚ ନେତାଙ୍କ ପ୍ରତିନିଧି ଡକ୍ଟର ଅବଦୁଲ ମାଜିଦ ହାକିମ ଏଲାହିଙ୍କୁ ହର୍ମୁଜ ପ୍ରଣାଳୀ ନିକଟରେ ଦୁଇଟି ଭାରତୀୟ ପତାକାଯୁକ୍ତ ତୈଳ ଟ୍ୟାଙ୍କର୍‌ ଉପରେ…

ଖୋର୍ଦ୍ଧା ଜିଲାରେ ସ୍କୁଲ ଛୁଟି ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା,୧୯ା୪: ଖୋର୍ଦ୍ଧା ଜିଲାରେ  ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଅସହ୍ୟ ଖରାକୁ ଦେଖି ୨୦ରୁ ୨୩ ପର୍ଯ୍ୟନ୍ତ ଛୁଟି ପାଇଁ ନିର୍ଦ୍ଦେଶ…

ଜମୁଛି ଜମ୍ବୁଦ୍ୱୀପ ମହୋତ୍ସବ: ଆଦିବାସୀ ନୃତ୍ୟ-ସଙ୍ଗୀତରେ ଝୁମିଲେ ଦର୍ଶକ, ନୌବାଣିଜ୍ୟ ପରମ୍ପରାକୁ ନେଇ…

ମହାକାଳପଡ଼ା, ୧୯ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ମା’ ରାମଚଣ୍ଡୀଙ୍କ ପୀଠଠାରେ ଜମ୍ବୁଦ୍ୱୀପ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ଶନିବାର ମୁକ୍ତାକାଶ…

ବିଦେଶୀ ଖେଳାଳିଙ୍କ ମୁଣ୍ଡରେ ଚମକିଲା ଅରେଞ୍ଜ କ୍ୟାପ, ବିରାଟ କୋହଲି ତାଲିକାରେ ସାମିଲ – ଜାଣନ୍ତୁ କିଏ ପର୍ପଲ କ୍ୟାପର ଦାବିଦାର

ନୂଆଦିଲ୍ଲୀ,୧୯।୪: IPL 2026ରେ, ଯେତେବେଳେ ଦଳଗୁଡ଼ିକ ଶୀର୍ଷ ଚାରିରେ ସ୍ଥାନ ପାଇବା ପାଇଁ ଏକ ଭୟଙ୍କର ଲଢ଼େଇରେ ଲିଡରବୋର୍ଡରେ ଅଛନ୍ତି, ବ୍ୟକ୍ତିଗତ ଖେଳାଳିମାନେ ସର୍ବାଧିକ ରନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri