Posted inଜାତୀୟ

ସୋମବାରରୁ ଅଯୋଧ୍ୟା ଶୁଣାଣି ଅଧିକ ଘଣ୍ଟାଏ

ନୂଆଦିଲ୍ଲୀ,୨୧ା୯(ପି.ଟି.): ସୁପ୍ରିମକୋର୍ଟରେ ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଶୁଣାଣି ଜାରି ରହିଥିବାବେଳେ ଆସନ୍ତା ସୋମବାରରୁ ସାମ୍ବିଧାନିକ ପୀଠ ଅଧିକ ଏକଘଣ୍ଟା ବସିବ। ସର୍ବୋଚ୍ଚ ଅଦାଲତ ଶୁକ୍ରବାର ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଜନୈତିକ ଦୃଷ୍ଟିରୁ ସମ୍ବେଦନଶୀଳ ଏହି ମାମଲାର ଶୁଣାଣି ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ବେଞ୍ଚ୍‌ରେ ଅଗଷ୍ଟ ୬ରୁ ଚାଲିଛି। ୨୩ ତାରିଖରୁ ଶୁଣାଣି ଅପରାହ୍ନ ୪ଟା ପରିବର୍ତ୍ତେ ୫ଟା ପର୍ଯ୍ୟନ୍ତ ଚାଲିବ ବୋଲି ଉଭୟ ହିନ୍ଦୁ ଓ ମୁସଲମାନ ପକ୍ଷଙ୍କୁ ଅଦାଲତ ଜଣାଇଦେଇଛନ୍ତି। ଉକ୍ତ ସାମ୍ବିଧାନିକ ପୀଠରେ ଜଷ୍ଟିସ୍‌ ଏସ୍‌.ଏ. ବୋବ୍‌ଡେ, ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଅଶୋକ ଭୂଷଣ ଏବଂ ଏସ୍‌.ଏ. ନାଜିର ରହିଛନ୍ତି।
ସୁପ୍ରିମକୋର୍ଟରେ ନବନିଯୁକ୍ତ ୪ ବିଚାରପତି କ୍ରିଷ୍ଣା ମୁରାରି, ଏସ୍‌.ଆର୍‌. ଭଟ୍ଟ, ଭି. ରାମସୁବ୍ରମଣ୍ୟନ୍‌ ଏବଂ ହୃଷୀକେଶ ରାୟ ସୋମବାର ଶପଥ ନେବା ଆଶା କରାଯାଉଛି। ଅଯୋଧ୍ୟା ମାମଲାର ଶୁଣାଣି ଅକ୍ଟୋବର ୧୮ରେ ଶେଷ କରିବା ପାଇଁ ଅଦାଲତ ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ମଧ୍ୟଭାଗରେ ରାୟ ପ୍ରକାଶ ପାଇବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକ କରିବ ଆଟମ ବମ ବର୍ଷା, ରାଜନାଥଙ୍କ ବୟାନ ପରେ ଏମିତି କହିଲେ ଫାରୁକ

ନୂଆଦିଲ୍ଲୀ,୬।୫: ଭାରତ ସହିତ କଶ୍ମୀର ଦଖଲ କରିଥିବା ପାକିସ୍ତାନର ଏକୀକରଣକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ବିବୃତ୍ତି ଉପରେ ପ୍ରତିକ୍ରିୟା ପ୍ରକାଶ କରି ଜମ୍ମୁ...

ବଲ ଭାବି ଉଠାଇ ନେଲେ ବୋମା, ବିସ୍ଫୋରଣରେ ଜଣେ ଶିଶୁ ମୃତ, ୩ ଆହତ

କୋଲକାତା,୬।୫: ସୋମବାର ପଶ୍ଚିମବଙ୍ଗର ହୁଗଲିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ହୁଗୁଲିର ପାଣ୍ଡୁଆରେ ହୋଇଥିବା ବିସ୍ଫୋରଣରେ ଜଣେ ଶିଶୁଙ୍କର ମତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି...

NEET ପେପର ଲିକ, ୨୪ ଲକ୍ଷ ପିଲାଙ୍କ ଭବିଷ୍ୟତ ସହ ଖେଳ, ମୋଦିଙ୍କୁ ପ୍ରଶ୍ନ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୬।୫: ନିଟ୍‌ ପେପର ଲିକ ହେବାର ଦାବିରେ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ...

ପୁଣି ବିବାଦରେ ରାହୁଲ ଗାନ୍ଧୀ, କୁଳପତି-ଶିକ୍ଷାବିତମାନେ ଲେଖିଲେ ଖୋଲା ଚିଠି

ନୂଆଦିଲ୍ଲୀ,୬।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ନିକଟରେ ରାହୁଲ ବିଶ୍ୱବିଦ୍ୟାଳୟର ମୁଖ୍ୟ ଚୟନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଥିଲେ।...

କୋର୍ଟଙ୍କ କାମ ଟେପ ରେକର୍ଡର ପରି ନୁହେଁ, ସାକ୍ଷୀ ଶତ୍ରୁତା କଲେ କ’ଣ କରିବେ କହିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୬।୫: ସୁପ୍ରିମକୋର୍ଟ କହିଛନ୍ତି ଯେ ଶୁଣାଣି ସମୟରେ ସାକ୍ଷୀଙ୍କ ବିବୃତ୍ତି ରେକର୍ଡ କରିବା ପାଇଁ କୋର୍ଟ କେବଳ ଟେପ ରେକର୍ଡର ଭଳି କାର୍ଯ୍ୟ କରିବା ଉଚିତ...

ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ

ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର...

କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ...

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri