Posted inଜାତୀୟ

ସୋମବାରରୁ କାର୍ଯ୍ୟରେ ଯୋଗଦେବେ ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ସମସ୍ତ ମନ୍ତ୍ରୀ ସୋମବାରଠାରୁ ସେମାନଙ୍କ ମନ୍ତ୍ରଣାଳୟରେ କାର୍ଯ୍ୟରେ ଯୋଗଦେବେ। ସେହିପରି ଯୁଗ୍ମ ସଚିବଙ୍କଠାରୁ ଉପର ପାହ୍ୟାର ବରିଷ୍ଠ ଅଧିକାରୀମାନଙ୍କୁ କାର୍ଯ୍ୟରେ ଯୋଗଦେବାକୁ କୁହାଯାଇଛି। ସମସ୍ତ ଜରୁରୀ କର୍ମଚାରୀଙ୍କ ଏକତୃତୀୟାଂଶ ସୋମବାରଠାରୁ କାମରେ ଯୋଗଦେବାକୁ ଥିବାବେଳେ ଜୁନିୟର ଅଫିସରମାନଙ୍କୁ ପାଳି କରି କାମ କରିବାକୁ କୁହାଯାଇଛି। ଲକ୍‌ଡାଉନ ପରବର୍ତ୍ତୀ ସ୍ଥିତିର ମୁକାବିଲା ଓ ଆର୍ଥତ୍କ କାରବାର ଆରମ୍ଭ ଲାଗି ଯୋଜନା ପ୍ରସ୍ତୁତ କରି ଆସିବାକୁ ମନ୍ତ୍ରଣାଳୟଗୁଡ଼ିକୁ କୁହାଯାଇଛି। ଅଫିସ୍‌ କାର୍ଯ୍ୟ ସମୟରେ ସାମାଜିକ ଦୂରତ୍ୱ ନିୟମ ପାଳନ କରାବାକୁ ପ୍ରଧାନମନ୍ତ୍ରୀ କହିଛନ୍ତି। କରୋନା ସଂକ୍ରମଣ ଲାଗି ମନ୍ତ୍ରୀମାନେ ଘରେ ରହି କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri